Breaking News
- ଆଜି ସନ୍ଧ୍ୟାରେ ବସିବ ବିଜେଡିର ପିଏସି ବୈଠକ
- ଦୁର୍ନୀତିରେ ପୂର୍ବ ସରକାରକୁ ବର୍ତ୍ତମାନ ସରକାର ଟପିଗଲେଣି- ଅଶୋକ ଦାସ
- ଜାତୀୟ ସବ୍ ଜୁନିୟର ଭଲିବଲ୍ ଚାମ୍ପିୟନସିପ୍ରେ ଟିଏସ୍ଏଫ୍ର ୬ ଖେଳାଳି ସାମିଲ
- ସମାଜସେବୀ କିମ୍ବା ଦଳର ଜଣେ ବରିଷ୍ଠ ନେତା କଂଗ୍ରେସର ରାଜ୍ୟସଭା ପ୍ରାର୍ଥି ହୋଇପାରନ୍ତି- ରାମଚନ୍ଦ୍ର କାଡ଼ାମ
- ବଦଳିବ ଜିଡିପି ମାପର ତରିକା, ଫେବୃୟାରୀ 27ରେ ଆସିବ ତୃତୀୟ ତ୍ରୈମାସିକ ସଂଖ୍ୟା
କଳିଙ୍ଗ ଷ୍ଟୁଡିଓ ଛକରେ ଜଳିଗଲା ଆମ ବସ
FMNEWS.IN
10-01-2026
ଭୁବନେଶ୍ୱର, 10 ଜାନୁଆରି - ଜଳିଗଲା ଆମ ବସ୍ । ସକାଳୁ ସକାଳୁ ଆମ ବସରେ ଅଗ୍ନିକାଣ୍ଡ ଘଟିଛି । କଳିଙ୍ଗ ଷ୍ଟୁଡିଓ ଛକରେ ଜଳିଗଲା ଆମ ବସ I ବସ ଯାଉଥିବା ବେଳେ ହଠାତ ଧୂଆଁ ବାହାରିଥିଲା l ତୁରନ୍ତ ଗାଡ଼ିରେ ବସିଥିବା ସମସ୍ତ ଯାତ୍ରୀ ଗାଡ଼ିରୁ ବାହାରି ଆସିବା ପରେ ହୁ ହୁ ହୋଇ ଜଳିଗଲା ଆମ ବସ ।ସଙ୍ଗେ ସଙ୍ଗେ ତମାଣ୍ଡ ଅଗ୍ନିଶମ ବାହିନୀ ଘଟଣା ସ୍ଥଳରେ ପହଂଚି ନିଆଁକୁ ଆୟତ କରିଥିଲେ । କେହି ମୃତାହତ ହୋଇନଥିବା