Breaking News
- ଆଜି ସନ୍ଧ୍ୟାରେ ବସିବ ବିଜେଡିର ପିଏସି ବୈଠକ
- ଦୁର୍ନୀତିରେ ପୂର୍ବ ସରକାରକୁ ବର୍ତ୍ତମାନ ସରକାର ଟପିଗଲେଣି- ଅଶୋକ ଦାସ
- ଜାତୀୟ ସବ୍ ଜୁନିୟର ଭଲିବଲ୍ ଚାମ୍ପିୟନସିପ୍ରେ ଟିଏସ୍ଏଫ୍ର ୬ ଖେଳାଳି ସାମିଲ
- ସମାଜସେବୀ କିମ୍ବା ଦଳର ଜଣେ ବରିଷ୍ଠ ନେତା କଂଗ୍ରେସର ରାଜ୍ୟସଭା ପ୍ରାର୍ଥି ହୋଇପାରନ୍ତି- ରାମଚନ୍ଦ୍ର କାଡ଼ାମ
- ବଦଳିବ ଜିଡିପି ମାପର ତରିକା, ଫେବୃୟାରୀ 27ରେ ଆସିବ ତୃତୀୟ ତ୍ରୈମାସିକ ସଂଖ୍ୟା
ନବୀନ ପଟ୍ଟନାୟକ ନବମ ଥର ପାଇଁ ବିଜେଡି ସଭାପତି ଭାବେ ନିର୍ବାଚିତ
FMNEWS.IN
19-04-2025
ଭୁବନେଶ୍ୱର: ନବମଥର ପାଇଁ ବିଜେଡିର ରାଜ୍ୟ ସଭାପତି ହେଲେ ନବୀନ ପଟ୍ଟନାୟକ। ନବୀନଙ୍କ ବ୍ୟତୀତ ଦଳର ଅନ୍ୟ କେହି ନାମାଙ୍କନ ଦାଖଲ କରିନଥିବାରୁ ପୁଣି ଥରେ ନବୀନ ନିର୍ଦ୍ବନ୍ଦ୍ଵରେ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି। ଆଜି ବିଧିବଦ୍ଧ ଭାବେ ନାଁ ଘୋଷଣା କରାଯାଇଛି ।