Breaking News
- ଅନୁଗୁଳ ଜିଲ୍ଲା ବିଜୁ ଜନତା ଦଳର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ
- ଆଉ ଦେଖିବାକୁ ମିଳୁ ନାହିଁ ହଳ, ବଳଦ
- କେରଳରେ ଲକ୍ଷ୍ୟ କେବଳ ଭୋଟ ପ୍ରତିଶତ ବୃଦ୍ଧି କରିବା ନୁହେଁ, ବିଜେପିର ଜଣେ ମୁଖ୍ୟମନ୍ତ୍ରୀ ହେବ : ଅମିତ ଶାହା
- ପ୍ରଦୂଷଣ ସାର୍ଟିଫିକେଟ ନାମରେ ଗାଡିଚାଳକଙ୍କୁ ଲୁଟ୍ କରିବା ବନ୍ଦ କର : ସିପିଆଇ
- ଆରଡି ବସଷ୍ଟାଣ୍ଡ ନାମ ପରିବର୍ତନକୁ ନେଇ ରାଜଧାନୀରୁ ଶୈବପୀଠ ସବୁଠି ବିରୋଧ
ଆଜି ବିଜେଡି ସଭାପତି ପ୍ରାର୍ଥୀ ଭାବେ ପ୍ରାର୍ଥୀପତ୍ର ଦାଖଲ କରିବେ ନବୀନ ପଟ୍ଟନାୟକ
FMNEWS.IN
17-04-2025
ଭୁବନେଶ୍ୱର ଆଜି ବିଜେଡି ସଭାପତି ପ୍ରାର୍ଥୀ ଭାବେ ନବୀନ ପଟ୍ଟନାୟକ ପ୍ରାର୍ଥୀପତ୍ର ଦାଖଲ କରିବେ। ଅନ୍ୟ କେହି ବିଜେଡି ସଭାପତି ପଦ ଲାଗି ନାମାଙ୍କନ ଭରିବାର ସମ୍ଭାବନା ନଥିବାରୁ ସେ ପୁଣି ଥରେ ବିଜେଡି ସଭାପତି ହେବା ଏକ ପ୍ରକାର ନିଶ୍ଚିତ ବୋଲି କୁହାଯାଉଛି।
ସୂଚନାଯୋଗ୍ୟ, ବିଜେଡିର ସାଂଗଠନିକ ନିର୍ବାଚନ ପ୍ରକ୍ରିୟା ଆରମ୍ଭ ହୋଇଯାଇଥିବା ବେଳେ ଗତକାଲି ୧୮ଟି ଜିଲ୍ଲା ପାଇଁ ସଭାପତିଙ୍କ ନାମ ଘୋଷଣା ହୋଇଛି। ଏହି ତାଲିକାରେ ବରିଷ୍ଠ ତଥା ଅଭିଜ୍ଞ ନେତାଙ୍କୁ ଗୁରୁତ୍ୱ ଦିଆଯାଇଛି।