Breaking News
- ଆଜି ସନ୍ଧ୍ୟାରେ ବସିବ ବିଜେଡିର ପିଏସି ବୈଠକ
- ଦୁର୍ନୀତିରେ ପୂର୍ବ ସରକାରକୁ ବର୍ତ୍ତମାନ ସରକାର ଟପିଗଲେଣି- ଅଶୋକ ଦାସ
- ଜାତୀୟ ସବ୍ ଜୁନିୟର ଭଲିବଲ୍ ଚାମ୍ପିୟନସିପ୍ରେ ଟିଏସ୍ଏଫ୍ର ୬ ଖେଳାଳି ସାମିଲ
- ସମାଜସେବୀ କିମ୍ବା ଦଳର ଜଣେ ବରିଷ୍ଠ ନେତା କଂଗ୍ରେସର ରାଜ୍ୟସଭା ପ୍ରାର୍ଥି ହୋଇପାରନ୍ତି- ରାମଚନ୍ଦ୍ର କାଡ଼ାମ
- ବଦଳିବ ଜିଡିପି ମାପର ତରିକା, ଫେବୃୟାରୀ 27ରେ ଆସିବ ତୃତୀୟ ତ୍ରୈମାସିକ ସଂଖ୍ୟା
ପୁରୀରେ ପହଂଚିଲେ ଓଡ଼ିଶାର ନୂଆ ରାଜ୍ୟପାଳ, ଆସନ୍ତାକାଲି ସକାଳେ ଶ୍ରୀଜୀଉଙ୍କ ଦର୍ଶନ କରିବେ
FMNEWS.IN
02-01-2025
ପୁରୀ, ୨ ଜାନୁଆରୀ - ଆଜି ଅପରାହ୍ନରେ ପୁରୀରେ ପହଂଚିଛନ୍ତି ଓଡ଼ିଶାର ନୂଆ ରାଜ୍ୟପାଳ ହରିବାବୁ କୁମ୍ଭମପତି । ସେ ପୁରୀ ରାଜଭବନରେ ରାତ୍ରୀଯାପନ କରିବେ । ଆସନ୍ତାକାଲି ସକାଳ ୭ଟାରେ ଶ୍ରୀମନ୍ଦିରକୁ ଯାଇ ଶ୍ରୀଜୀଉଙ୍କୁ ଦର୍ଶନ କରିବେ । ଏହାପରେ ପୁରୀରୁ ଫେରି ଭୁବନେଶ୍ୱର ରାଜଭବନରେ ଶପଥଗ୍ରହଣ କରିବାର କାର୍ଯ୍ୟକ୍ରମ ରହିଛି ।