Breaking News
- ଆଜି ସନ୍ଧ୍ୟାରେ ବସିବ ବିଜେଡିର ପିଏସି ବୈଠକ
- ଦୁର୍ନୀତିରେ ପୂର୍ବ ସରକାରକୁ ବର୍ତ୍ତମାନ ସରକାର ଟପିଗଲେଣି- ଅଶୋକ ଦାସ
- ଜାତୀୟ ସବ୍ ଜୁନିୟର ଭଲିବଲ୍ ଚାମ୍ପିୟନସିପ୍ରେ ଟିଏସ୍ଏଫ୍ର ୬ ଖେଳାଳି ସାମିଲ
- ସମାଜସେବୀ କିମ୍ବା ଦଳର ଜଣେ ବରିଷ୍ଠ ନେତା କଂଗ୍ରେସର ରାଜ୍ୟସଭା ପ୍ରାର୍ଥି ହୋଇପାରନ୍ତି- ରାମଚନ୍ଦ୍ର କାଡ଼ାମ
- ବଦଳିବ ଜିଡିପି ମାପର ତରିକା, ଫେବୃୟାରୀ 27ରେ ଆସିବ ତୃତୀୟ ତ୍ରୈମାସିକ ସଂଖ୍ୟା
ଜାତୀୟ ଶିକ୍ଷା ନୀତି ଲାଗୁ କରିବା ନେଇ ଗଣଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି
FMNEWS.IN
15-01-2025
ଭୁବନେଶ୍ବର, 15 ଜାନୁଆରୀ- ରାଜ୍ୟରେ ଜାତୀୟ ଶିକ୍ଷା ନୀତି (ଏନଇପି)- ୨୦୨୦ ଲାଗୁ ପାଇଁ ବିଧିବଦ୍ଧ ଭାବେ ବିଜ୍ଞପ୍ତି ଜାରି ହୋଇଛି। ଶିକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ଏହି ନିଷ୍ପତ୍ତି ନିଆଯାଇ ଗଣଶିକ୍ଷା ବିଭାଗ ପକ୍ଷରୁ ଏ ସମ୍ପର୍କିତ ବିଜ୍ଞପ୍ତି ପ୍ରକାଶ ପାଇଛି । ଆଞ୍ଚଳିକ ବିଷୟବସ୍ତୁକୁ ବିଚାରକୁ ନେଇ କରିକୁଲମ୍ ପ୍ରସ୍ତୁତି କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି ।
ସୂଚନାଯୋଗ୍ୟ, ଏହାକୁ ଲାଗୁ କରାଯିବ କି ନାହିଁ ସେନେଇ ଛାତ୍ରଛାତ୍ରୀ ଏବଂ ଶିକ୍ଷକଙ୍କ ମଧ୍ୟରେ ଦ୍ବନ୍ଦ ଦେଖାଦେଇଥିବା ବେଳେ ବର୍ତ୍ତମାନ ନେଇ ସରକାର ନିଷ୍ପତ୍ତି ନେଇଛନ୍ତି।