BIG NEWS
କେନ୍ଦ୍ରୀୟ ବଜେଟ୍ ଉପସ୍ଥାପିତ : ଅଣ-ଋଣ ପ୍ରାପ୍ତି ଏବଂ ମୋଟ ବ୍ୟୟ ଯଥାକ୍ରମେ 36.5 ଲକ୍ଷ କୋଟି ଟଙ୍କା ଏବଂ 53.5 ଲକ୍ଷ କୋଟି ଟଙ୍କା ଆକଳନ
ବଜେଟ୍‌ ଗରିବ ବିରୋଧି : କଂଗ୍ରେସ
କର୍ପୋରେଟ ଜଗତ ପାଇଁ ଏହି ବଜେଟ, ସାଧାରଣ ଜନତା ଉପେକ୍ଷିତ: ଭକ୍ତ

ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ କଲେ ଓଡିଶାର ମୁଖ୍ୟମନ୍ତ୍ରୀ

FMNEWS.IN 23-12-2024
Odisha Chief Minister meets Prime Minister

ଭୁବନେଶ୍ୱର, 23 ଡିସେମ୍ବର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ଦିନ ନୂଆ ଦିଲ୍ଲୀ ଠାରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି । ପ୍ରଧାନମନ୍ତ୍ରୀ କାର୍ଯ୍ୟାଳୟ ପକ୍ଷରୁ ସୋସିଆଲ ମିଡିଆ ଏକ୍ସରେ ଉଭୟଙ୍କ ମଧ୍ୟରେ ସାକ୍ଷାତର ଫଟୋ ଶେୟାର କରି ଏହି ସୂଚନା ଦିଆଯାଇଛି ।