Breaking News
- ଆଜି ସନ୍ଧ୍ୟାରେ ବସିବ ବିଜେଡିର ପିଏସି ବୈଠକ
- ଦୁର୍ନୀତିରେ ପୂର୍ବ ସରକାରକୁ ବର୍ତ୍ତମାନ ସରକାର ଟପିଗଲେଣି- ଅଶୋକ ଦାସ
- ଜାତୀୟ ସବ୍ ଜୁନିୟର ଭଲିବଲ୍ ଚାମ୍ପିୟନସିପ୍ରେ ଟିଏସ୍ଏଫ୍ର ୬ ଖେଳାଳି ସାମିଲ
- ସମାଜସେବୀ କିମ୍ବା ଦଳର ଜଣେ ବରିଷ୍ଠ ନେତା କଂଗ୍ରେସର ରାଜ୍ୟସଭା ପ୍ରାର୍ଥି ହୋଇପାରନ୍ତି- ରାମଚନ୍ଦ୍ର କାଡ଼ାମ
- ବଦଳିବ ଜିଡିପି ମାପର ତରିକା, ଫେବୃୟାରୀ 27ରେ ଆସିବ ତୃତୀୟ ତ୍ରୈମାସିକ ସଂଖ୍ୟା
ମେ’ ୨ରୁ ଓଜେଇଇ ପରୀକ୍ଷା
FMNEWS.IN
29-04-2025
ଭୁବନେଶ୍ୱର, 29 ଏପ୍ରିଲ୍ :- ଓଜେଇଇ ପରୀକ୍ଷା ପାଇଁ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ମେ ୨ରୁ ଆରମ୍ଭ ହୋଇ ୧୨ ତାରିଖ ପର୍ଯ୍ୟନ୍ତ ଚାଲିବ ପରୀକ୍ଷା । ରାଜ୍ୟ ଭିତରେ ୩୦ଟି ଓ ରାଜ୍ୟ ବାହାରେ ୩ଟି କେନ୍ଦ୍ରରେ ତିନିଟି ସିଫ୍ଟରେ ପରୀକ୍ଷା ହେବ। ସାଢ଼େ ୮ଟାରୁ ସାଢ଼େ ୧୦ଟା, ସାଢ଼େ ୧୨ଟାରୁ ସାଢ଼େ ୨ଟା, ଏବଂ ସାଢ଼େ ୪ଟାରୁ ସାଢ଼େ ୬ଟା ଯାଏ ଏହି ପରୀକ୍ଷା ଚାଲିବ। ସେହିପରି ୨ ତାରିଖରେ ତିନିଟି ସିଫ୍ଟରେ ବି.ଫାର୍ମା ପରୀକ୍ଷା ହେବ।