Breaking News
- ଆଜି ସନ୍ଧ୍ୟାରେ ବସିବ ବିଜେଡିର ପିଏସି ବୈଠକ
- ଦୁର୍ନୀତିରେ ପୂର୍ବ ସରକାରକୁ ବର୍ତ୍ତମାନ ସରକାର ଟପିଗଲେଣି- ଅଶୋକ ଦାସ
- ଜାତୀୟ ସବ୍ ଜୁନିୟର ଭଲିବଲ୍ ଚାମ୍ପିୟନସିପ୍ରେ ଟିଏସ୍ଏଫ୍ର ୬ ଖେଳାଳି ସାମିଲ
- ସମାଜସେବୀ କିମ୍ବା ଦଳର ଜଣେ ବରିଷ୍ଠ ନେତା କଂଗ୍ରେସର ରାଜ୍ୟସଭା ପ୍ରାର୍ଥି ହୋଇପାରନ୍ତି- ରାମଚନ୍ଦ୍ର କାଡ଼ାମ
- ବଦଳିବ ଜିଡିପି ମାପର ତରିକା, ଫେବୃୟାରୀ 27ରେ ଆସିବ ତୃତୀୟ ତ୍ରୈମାସିକ ସଂଖ୍ୟା
ଭୁବନେଶ୍ୱର ଏମ୍ସରେ ରୋଗୀଙ୍କ ଆତ୍ମହତ୍ୟା !
FMNEWS.IN
17-12-2024
ଭୁବନେଶ୍ୱର, 17 ଡିସେମ୍ବର - ଭୁବନେଶ୍ୱର ଏମ୍ସରେ ରୋଗୀଙ୍କ ଆତ୍ମହତ୍ୟା । ବିଳମ୍ବିତ ରାତିରେ ଆତ୍ମହତ୍ୟା କରିଥିବା ଅନୁମାନ କରାଯାଉଛି । ବ୍ୟକ୍ତିଙ୍କ ଘର ଯାଜପୁର ବୋଲି ଜଣାପଡୁଛି, ରୋଗୀଙ୍କ ସହ ତାଙ୍କ ଝିଅ ହସ୍ପିଟାଲରେ ରହୁଥିବା ଖବର ମିଳିଛି। କାହିଁକି, କଣ ପାଇଁ ଆତ୍ମହତ୍ୟା କଲେ ତାହା ସ୍ପଷ୍ଟ ହୋଇନାହିଁ।