Breaking News
- ଆଜି ସନ୍ଧ୍ୟାରେ ବସିବ ବିଜେଡିର ପିଏସି ବୈଠକ
- ଦୁର୍ନୀତିରେ ପୂର୍ବ ସରକାରକୁ ବର୍ତ୍ତମାନ ସରକାର ଟପିଗଲେଣି- ଅଶୋକ ଦାସ
- ଜାତୀୟ ସବ୍ ଜୁନିୟର ଭଲିବଲ୍ ଚାମ୍ପିୟନସିପ୍ରେ ଟିଏସ୍ଏଫ୍ର ୬ ଖେଳାଳି ସାମିଲ
- ସମାଜସେବୀ କିମ୍ବା ଦଳର ଜଣେ ବରିଷ୍ଠ ନେତା କଂଗ୍ରେସର ରାଜ୍ୟସଭା ପ୍ରାର୍ଥି ହୋଇପାରନ୍ତି- ରାମଚନ୍ଦ୍ର କାଡ଼ାମ
- ବଦଳିବ ଜିଡିପି ମାପର ତରିକା, ଫେବୃୟାରୀ 27ରେ ଆସିବ ତୃତୀୟ ତ୍ରୈମାସିକ ସଂଖ୍ୟା
ବିଧାନସଭାର ସ୍ୱତନ୍ତ୍ର ଅଧିବେଶନ ପାଇଁ ବାଚସ୍ପତିଙ୍କୁ ଚିଠି ଲେଖିଲେ ରାମ ଚନ୍ଦ୍ର କାଡାମ
FMNEWS.IN
29-04-2025
ଭୁବନେଶ୍ୱର,୨୯ ଏପ୍ରିଲ - ଓଡ଼ିଶା କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ ବିଧାନସଭାର ସ୍ୱତନ୍ତ୍ର ଅଧିବେଶନ ଡାକିବା ଲାଗି ବାଚସ୍ପତି ସୁରମା ପାଢ଼ୀଙ୍କ ନିକଟକୁ ଚିଠି ଲେଖିଛନ୍ତି। ପହଲଗାମ୍ ଆତଙ୍କୀ ଆକ୍ରମଣ ନେଇ ଆଲୋଚନା କରିବାକୁ ସେ ପ୍ରସ୍ତାବ ଦେଇଛନ୍ତି।
ଉଲ୍ଲେଖଯୋଗ୍ୟ, ପହଲଗାମ ଆତଙ୍କୀ ଆକ୍ରମଣ ଓ ଭାରତର ଆଗାମୀ ରଣନୀତି ପ୍ରସଙ୍ଗରେ ସଂସଦରେ ସ୍ୱତନ୍ତ୍ର ଅଧିବେଶନ ରଖିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଚିଠି ଲେଖିଛନ୍ତି ରାହୁଲ ଗାନ୍ଧୀ ।