Breaking News
- ଅନୁଗୁଳ ଜିଲ୍ଲା ବିଜୁ ଜନତା ଦଳର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ
- ଆଉ ଦେଖିବାକୁ ମିଳୁ ନାହିଁ ହଳ, ବଳଦ
- କେରଳରେ ଲକ୍ଷ୍ୟ କେବଳ ଭୋଟ ପ୍ରତିଶତ ବୃଦ୍ଧି କରିବା ନୁହେଁ, ବିଜେପିର ଜଣେ ମୁଖ୍ୟମନ୍ତ୍ରୀ ହେବ : ଅମିତ ଶାହା
- ପ୍ରଦୂଷଣ ସାର୍ଟିଫିକେଟ ନାମରେ ଗାଡିଚାଳକଙ୍କୁ ଲୁଟ୍ କରିବା ବନ୍ଦ କର : ସିପିଆଇ
- ଆରଡି ବସଷ୍ଟାଣ୍ଡ ନାମ ପରିବର୍ତନକୁ ନେଇ ରାଜଧାନୀରୁ ଶୈବପୀଠ ସବୁଠି ବିରୋଧ
ଏପ୍ରିଲ ୨ରୁ ସକାଳୁଆ ସ୍କୁଲ
FMNEWS.IN
19-03-2025
ଭୁବନେଶ୍ୱର, 19 ମାର୍ଚ୍ଚ - ଏପ୍ରିଲ ୨ରୁ ରାଜ୍ୟରେ ସକାଳୁଆ ସ୍କୁଲ ହେବ। ସେହିପରି ସକାଳ ୭ରୁ ୯ଟା ପର୍ଯ୍ୟନ୍ତ ଚାଲିବ ଅଙ୍ଗନବାଡ଼ି କେନ୍ଦ୍ର । ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏହି ନିଷ୍ପତି ନେଇଥିବା ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି । ଏହାସହିତ ଦିନ ୧୧ଟାରୁ ଅପରାହ୍ନ ୩ଟା ଶ୍ରମିକଙ୍କୁ କାମ କରାଇବା ମନା। ଅଘୋଷିତ ବିଜୁଳି କାଟ ହେବନି କହିଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ।