BIG NEWS
କେନ୍ଦ୍ରୀୟ ବଜେଟ୍ ଉପସ୍ଥାପିତ : ଅଣ-ଋଣ ପ୍ରାପ୍ତି ଏବଂ ମୋଟ ବ୍ୟୟ ଯଥାକ୍ରମେ 36.5 ଲକ୍ଷ କୋଟି ଟଙ୍କା ଏବଂ 53.5 ଲକ୍ଷ କୋଟି ଟଙ୍କା ଆକଳନ
ବଜେଟ୍‌ ଗରିବ ବିରୋଧି : କଂଗ୍ରେସ
କର୍ପୋରେଟ ଜଗତ ପାଇଁ ଏହି ବଜେଟ, ସାଧାରଣ ଜନତା ଉପେକ୍ଷିତ: ଭକ୍ତ

ଆଗାମୀ ୭ ଦିନ ମଧ୍ୟରେ ରାଜ୍ୟର କେତେକ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା କିମ୍ବା ଥଣ୍ଡା ପାଗ ଅନୁଭୂତ ହୋଇପାରେ

FMNEWS.IN 11-10-2025
Some districts of the state may experience light to moderate rain or cold weather in the next 7 days

ଭୁବନେଶ୍ୱର, ୧୧ ଅକ୍ଟୋବର - ଆଗାମୀ ୭ ଦିନ ମଧ୍ୟରେ ରାଜ୍ୟର କେତେକ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା କିମ୍ବା ଥଣ୍ଡା ପାଗ ଅନୁଭୂତ ହେବାର ସମ୍ଭାବନା ରହିଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶନିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।