Breaking News
- ଆଜି ସନ୍ଧ୍ୟାରେ ବସିବ ବିଜେଡିର ପିଏସି ବୈଠକ
- ଦୁର୍ନୀତିରେ ପୂର୍ବ ସରକାରକୁ ବର୍ତ୍ତମାନ ସରକାର ଟପିଗଲେଣି- ଅଶୋକ ଦାସ
- ଜାତୀୟ ସବ୍ ଜୁନିୟର ଭଲିବଲ୍ ଚାମ୍ପିୟନସିପ୍ରେ ଟିଏସ୍ଏଫ୍ର ୬ ଖେଳାଳି ସାମିଲ
- ସମାଜସେବୀ କିମ୍ବା ଦଳର ଜଣେ ବରିଷ୍ଠ ନେତା କଂଗ୍ରେସର ରାଜ୍ୟସଭା ପ୍ରାର୍ଥି ହୋଇପାରନ୍ତି- ରାମଚନ୍ଦ୍ର କାଡ଼ାମ
- ବଦଳିବ ଜିଡିପି ମାପର ତରିକା, ଫେବୃୟାରୀ 27ରେ ଆସିବ ତୃତୀୟ ତ୍ରୈମାସିକ ସଂଖ୍ୟା
ଶ୍ରୀଲିଙ୍ଗରାଜ ମନ୍ଦିର ପାଇଁ ଗଠନ ହେବ ସ୍ଵତନ୍ତ୍ର କମିଟି
FMNEWS.IN
16-01-2025
ଭୁବନେଶ୍ୱର, 16 ଜାନୁଆରି - ଶ୍ରୀଲିଙ୍ଗରାଜ ମନ୍ଦିର ପାଇଁ ଗଠନ ହେବ ସ୍ଵତନ୍ତ୍ର କମିଟି । ଜଣେ ହାଇକୋର୍ଟଙ୍କ ଅବସର ପ୍ରାପ୍ତ ବିଚାରପତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ । ସମସ୍ତ ନିଯୋଗଙ୍କ ସହ ଆଲୋଚନା କରି ନିତିକାନ୍ତି ଉପରେ ବିଚାର କରିବେ । ଦୁଇରୁ ତିନି ମାସ ଭିତରେ ସରକାରଙ୍କୁ ରିପୋର୍ଟ ପ୍ରଦାନ କରିବେ । ତା ପରେ ଆଇନ ପ୍ରସ୍ତୁତ ହେବ ବୋଲି କହିଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ।