Breaking News
- ଆଜି ସନ୍ଧ୍ୟାରେ ବସିବ ବିଜେଡିର ପିଏସି ବୈଠକ
- ଦୁର୍ନୀତିରେ ପୂର୍ବ ସରକାରକୁ ବର୍ତ୍ତମାନ ସରକାର ଟପିଗଲେଣି- ଅଶୋକ ଦାସ
- ଜାତୀୟ ସବ୍ ଜୁନିୟର ଭଲିବଲ୍ ଚାମ୍ପିୟନସିପ୍ରେ ଟିଏସ୍ଏଫ୍ର ୬ ଖେଳାଳି ସାମିଲ
- ସମାଜସେବୀ କିମ୍ବା ଦଳର ଜଣେ ବରିଷ୍ଠ ନେତା କଂଗ୍ରେସର ରାଜ୍ୟସଭା ପ୍ରାର୍ଥି ହୋଇପାରନ୍ତି- ରାମଚନ୍ଦ୍ର କାଡ଼ାମ
- ବଦଳିବ ଜିଡିପି ମାପର ତରିକା, ଫେବୃୟାରୀ 27ରେ ଆସିବ ତୃତୀୟ ତ୍ରୈମାସିକ ସଂଖ୍ୟା
ସୁରେଶ ପନ୍ତ ନୂଆ ପିସିସିଏଫ୍
FMNEWS.IN
02-03-2025
ଭୁବନେଶ୍ୱର - ୧୯୯୦ ବ୍ୟାଚ୍ ର ଆଇଏଫଏସ୍ ଅଧିକାରୀ ସୁରେଶ ପନ୍ତଙ୍କୁ ନୂଆ ପିସିସିଏଫ୍ ଭାବେ ନିଯୁକ୍ତି ମିଳିଛି। ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ପୂର୍ବତନ ପିସିସିଏଫ୍ ଦେବୀଦତ ବିଶ୍ୱାଳ ଅବସର ନେବା ପରେ ତାଙ୍କ ସ୍ଥାନରେ ସୁରେଶ ପନ୍ତଙ୍କୁ ନିଯୁକ୍ତି ଦିଆଯାଇଛି।a