Breaking News
- ଅନୁଗୁଳ ଜିଲ୍ଲା ବିଜୁ ଜନତା ଦଳର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ
- ଆଉ ଦେଖିବାକୁ ମିଳୁ ନାହିଁ ହଳ, ବଳଦ
- କେରଳରେ ଲକ୍ଷ୍ୟ କେବଳ ଭୋଟ ପ୍ରତିଶତ ବୃଦ୍ଧି କରିବା ନୁହେଁ, ବିଜେପିର ଜଣେ ମୁଖ୍ୟମନ୍ତ୍ରୀ ହେବ : ଅମିତ ଶାହା
- ପ୍ରଦୂଷଣ ସାର୍ଟିଫିକେଟ ନାମରେ ଗାଡିଚାଳକଙ୍କୁ ଲୁଟ୍ କରିବା ବନ୍ଦ କର : ସିପିଆଇ
- ଆରଡି ବସଷ୍ଟାଣ୍ଡ ନାମ ପରିବର୍ତନକୁ ନେଇ ରାଜଧାନୀରୁ ଶୈବପୀଠ ସବୁଠି ବିରୋଧ
ମେ ୩ୟ ସପ୍ତାହ ସୁଦ୍ଧା ପ୍ରକାଶ ପାଇବ ଯୁକ୍ତ 2ରେଜଲ୍ଟ
FMNEWS.IN
04-05-2025
ଭୁବନେଶ୍ୱର- ମେ ୩ୟ ସପ୍ତାହ ସୁଦ୍ଧା ପ୍ରକାଶ ପାଇବ ଯୁକ୍ତ 2ରେଜଲ୍ଟ । ଏନେଇ ସୂଚନା ଦେଇଛନ୍ତି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପରୀକ୍ଷା ନିୟନ୍ତ୍ରକ । ଚଳିତ ମାସ ତୃତୀୟ ମାସ ସୁଦ୍ଧା ରେଜଲ୍ଟ ପ୍ରକାଶ ପାଇବା ନେଇ ସେ ସୂଚନା ଦେଇଛନ୍ତି ।