Breaking News
- ଆଜି ସନ୍ଧ୍ୟାରେ ବସିବ ବିଜେଡିର ପିଏସି ବୈଠକ
- ଦୁର୍ନୀତିରେ ପୂର୍ବ ସରକାରକୁ ବର୍ତ୍ତମାନ ସରକାର ଟପିଗଲେଣି- ଅଶୋକ ଦାସ
- ଜାତୀୟ ସବ୍ ଜୁନିୟର ଭଲିବଲ୍ ଚାମ୍ପିୟନସିପ୍ରେ ଟିଏସ୍ଏଫ୍ର ୬ ଖେଳାଳି ସାମିଲ
- ସମାଜସେବୀ କିମ୍ବା ଦଳର ଜଣେ ବରିଷ୍ଠ ନେତା କଂଗ୍ରେସର ରାଜ୍ୟସଭା ପ୍ରାର୍ଥି ହୋଇପାରନ୍ତି- ରାମଚନ୍ଦ୍ର କାଡ଼ାମ
- ବଦଳିବ ଜିଡିପି ମାପର ତରିକା, ଫେବୃୟାରୀ 27ରେ ଆସିବ ତୃତୀୟ ତ୍ରୈମାସିକ ସଂଖ୍ୟା
ବଢିବ ଅଙ୍ଗନବାଡ଼ି କର୍ମୀଙ୍କ ଦରମା !
FMNEWS.IN
18-01-2025
ଭୁବନେଶ୍ୱର:- ବଢିବ ଅଙ୍ଗନବାଡ଼ି କର୍ମୀଙ୍କ ଦରମା ! ରାଜସ୍ଥାନର ଉଦୟପୁରରେ ଆୟୋଜିତ ଚିନ୍ତନ ଶିବିର କାର୍ଯ୍ୟକ୍ରମରେ ଯୋଗ ଦେଇ କେନ୍ଦ୍ର ସରକାରଙ୍କ ଆଗରେ ଏପରି ପ୍ରସ୍ତାବ ରଖିଛନ୍ତି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା। ନିର୍ବାଚନୀ ସଂକଳ୍ପ ପତ୍ରରେ ଅଙ୍ଗନବାଡ଼ି କର୍ମୀଙ୍କ ଦରମା ବଢିବା କଥା ବିଜେପି କହିଥିଲା ।