BIG NEWS
କେନ୍ଦ୍ରୀୟ ବଜେଟ୍ ଉପସ୍ଥାପିତ : ଅଣ-ଋଣ ପ୍ରାପ୍ତି ଏବଂ ମୋଟ ବ୍ୟୟ ଯଥାକ୍ରମେ 36.5 ଲକ୍ଷ କୋଟି ଟଙ୍କା ଏବଂ 53.5 ଲକ୍ଷ କୋଟି ଟଙ୍କା ଆକଳନ
ବଜେଟ୍‌ ଗରିବ ବିରୋଧି : କଂଗ୍ରେସ
କର୍ପୋରେଟ ଜଗତ ପାଇଁ ଏହି ବଜେଟ, ସାଧାରଣ ଜନତା ଉପେକ୍ଷିତ: ଭକ୍ତ

ଫେବୃୟାରୀ 1ରୁ ଶ୍ରୀମନ୍ଦିରରେ ହୋଇପାରେ ଧାଡି ଦର୍ଶନ

FMNEWS.IN 18-01-2025
There may be queues for darshan at the temple from February 1

ଭୁବନେଶ୍ୱର ହୁଣ୍ଡି ସ୍ଥାନାନ୍ତର ପାଇଁ ଶ୍ରୀମନ୍ଦିରରେ ବିଳମ୍ବ ହେଉଛି ଧାଡି ଦର୍ଶନ । କିଛି ଦିନ ଗଡିପାରେ ବୋଲି କହିଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଫେବୃଆରି 1ରୁ ଧାଡି ଦର୍ଶନ ପ୍ରକ୍ରିୟା ଆରମ୍ଭ ହୋଇପାରେ ।

ହୁଣ୍ଡି ସ୍ଥାନାନ୍ତରିତ ପ୍ରକ୍ରିୟା ପାଇଁ କିଛି ଅନୁମତି ଆବଶ୍ୟକତା ଅଛି । ସେହି ପ୍ରକ୍ରିୟା ସରିବା ପରେ ଧାଡି ଦର୍ଶନ ପାଇଁ ଷ୍ଟ୍ରକଚର ଇନଷ୍ଟଲ କରାଯିବ ।