Breaking News
- ଆଜି ସନ୍ଧ୍ୟାରେ ବସିବ ବିଜେଡିର ପିଏସି ବୈଠକ
- ଦୁର୍ନୀତିରେ ପୂର୍ବ ସରକାରକୁ ବର୍ତ୍ତମାନ ସରକାର ଟପିଗଲେଣି- ଅଶୋକ ଦାସ
- ଜାତୀୟ ସବ୍ ଜୁନିୟର ଭଲିବଲ୍ ଚାମ୍ପିୟନସିପ୍ରେ ଟିଏସ୍ଏଫ୍ର ୬ ଖେଳାଳି ସାମିଲ
- ସମାଜସେବୀ କିମ୍ବା ଦଳର ଜଣେ ବରିଷ୍ଠ ନେତା କଂଗ୍ରେସର ରାଜ୍ୟସଭା ପ୍ରାର୍ଥି ହୋଇପାରନ୍ତି- ରାମଚନ୍ଦ୍ର କାଡ଼ାମ
- ବଦଳିବ ଜିଡିପି ମାପର ତରିକା, ଫେବୃୟାରୀ 27ରେ ଆସିବ ତୃତୀୟ ତ୍ରୈମାସିକ ସଂଖ୍ୟା
ଭୀଷଣ ବର୍ଷା ନେଇ ଆଗାମୀ ୨୪ ଘଂଟା ପାଇଁ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
FMNEWS.IN
20-12-2024
ଭୁବନେଶ୍ୱର, ୨୦ ଡିସେମ୍ବର - ଭୀଷଣ ବର୍ଷା ନେଇ ଆଗାମୀ ୨୪ ଘଂଟା ପାଇଁ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ଗଜପତି, ଗଞ୍ଜାମ, ଜଗତସିଂହପୁର ଏବଂ କେନ୍ଦ୍ରାପଡ଼ା । ତନ୍ମଧ୍ୟରୁ ଗୋଟିଏରୁ ଦୁଇଟି ସ୍ଥାନରେ ୭ ରୁ ୧୧ ସେ.ମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ ।
ଆଗାମୀ ୨ ଦିନ ରାଜ୍ୟର ଅଧିକାଂଶ ସ୍ଥାନରେ ହାଲୁକା ବର୍ଷା ସାଙ୍ଗକୁ ଥଣ୍ଡା ପାଗ ଅନୁଭୂତ ହେବ । ସେହିପରି ୨୧ ତାରିଖ ଠାରୁ ୨୪ ତାରିଖ ପର୍ଯ୍ୟନ୍ତ କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।