Breaking News
- ଆଜି ସନ୍ଧ୍ୟାରେ ବସିବ ବିଜେଡିର ପିଏସି ବୈଠକ
- ଦୁର୍ନୀତିରେ ପୂର୍ବ ସରକାରକୁ ବର୍ତ୍ତମାନ ସରକାର ଟପିଗଲେଣି- ଅଶୋକ ଦାସ
- ଜାତୀୟ ସବ୍ ଜୁନିୟର ଭଲିବଲ୍ ଚାମ୍ପିୟନସିପ୍ରେ ଟିଏସ୍ଏଫ୍ର ୬ ଖେଳାଳି ସାମିଲ
- ସମାଜସେବୀ କିମ୍ବା ଦଳର ଜଣେ ବରିଷ୍ଠ ନେତା କଂଗ୍ରେସର ରାଜ୍ୟସଭା ପ୍ରାର୍ଥି ହୋଇପାରନ୍ତି- ରାମଚନ୍ଦ୍ର କାଡ଼ାମ
- ବଦଳିବ ଜିଡିପି ମାପର ତରିକା, ଫେବୃୟାରୀ 27ରେ ଆସିବ ତୃତୀୟ ତ୍ରୈମାସିକ ସଂଖ୍ୟା
ସବୁ ସନ୍ଦେହର ଶୀଘ୍ର ସମାଧାନ ହେବ - ସଞ୍ଜୟ ଦାସବର୍ମା
FMNEWS.IN
09-04-2025
ଭୁବନେଶ୍ୱର - ନବୀନ ନିବାସରେ ନବୀନ ପଟ୍ଟନାୟକଙ୍କୁ ଭେଟିବା ପରେ ବରିଷ୍ଠ ବିଜେଡି ନେତା ସଞ୍ଜୟ ଦାସବର୍ମା କହିଛନ୍ତି ଯେ ଆଜି ଦଳର ବରିଷ୍ଠ ନେତାମାନେ ଆଲୋଚନା କରୁଛନ୍ତି। ୩୩ ସାଙ୍ଗଠନିକ ଜିଲ୍ଲାରେ କିପରି ସଭାପତି ନିର୍ବାଚନ ହେଉଛି, ବ୍ଲକ ସଭାପତି ଚୟନରେ କଣ ସମସ୍ୟା ରହୁଛି, କିଭଳି ନିର୍ବାଚନ ଠିକ ଭାବେ ହେବ, ସେ ନେଇ ସଭାପତିଙ୍କୁ ଅବଗତ କଲୁ। ଅନ୍ୟ ସବୁ କଥା କାଲି ସ୍ପଷ୍ଟ ହୋଇଛି। ସବୁ ସନ୍ଦେହର ଶୀଘ୍ର ସମାଧାନ ହେବ। ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ଦୃଢ଼ ବିରୋଧୀ ଦଳ ସହ ଲୋକଙ୍କ ଆଶା ଓ ଭରସାର ଦଳ ହୋଇ ରହିବ।