Breaking News
- ଆଜି ସନ୍ଧ୍ୟାରେ ବସିବ ବିଜେଡିର ପିଏସି ବୈଠକ
- ଦୁର୍ନୀତିରେ ପୂର୍ବ ସରକାରକୁ ବର୍ତ୍ତମାନ ସରକାର ଟପିଗଲେଣି- ଅଶୋକ ଦାସ
- ଜାତୀୟ ସବ୍ ଜୁନିୟର ଭଲିବଲ୍ ଚାମ୍ପିୟନସିପ୍ରେ ଟିଏସ୍ଏଫ୍ର ୬ ଖେଳାଳି ସାମିଲ
- ସମାଜସେବୀ କିମ୍ବା ଦଳର ଜଣେ ବରିଷ୍ଠ ନେତା କଂଗ୍ରେସର ରାଜ୍ୟସଭା ପ୍ରାର୍ଥି ହୋଇପାରନ୍ତି- ରାମଚନ୍ଦ୍ର କାଡ଼ାମ
- ବଦଳିବ ଜିଡିପି ମାପର ତରିକା, ଫେବୃୟାରୀ 27ରେ ଆସିବ ତୃତୀୟ ତ୍ରୈମାସିକ ସଂଖ୍ୟା
ରାଜନୀତିରେ ଆକ୍ଷେପ ପ୍ରତି ଆକ୍ଷେପ ରହିଥାଏ- ଦେବୀ ମିଶ୍ର
FMNEWS.IN
12-04-2025
ଭୁବନେଶ୍ୱର, 12 ଏପ୍ରିଲ୍ - ପ୍ରସନ୍ନ ପାଟ୍ଟଶାଣୀଙ୍କ ଆକ୍ଷେପର ଜବାବ ରଖିଲେ ଦେବି ମିଶ୍ର। ବାବା ଆଗରୁ ବିଜେଡ଼ିରେ ଥିଲାବେଳେ ଦଣ୍ଡ ଧରି ଦଳର ଦଉଡିକୁ ସମ୍ଭାଳି ଥିଲେ। ଯୁଆଡେ ଗଲେ ବି ତାଙ୍କ ଦଣ୍ଡର ପ୍ରଭାବ ରହିବ। ରାଜନୀତିରେ ଆକ୍ଷେପ ପ୍ରତି ଆକ୍ଷେପ ରହିଛି । ଆମ ଦଳରେ ଅସନ୍ତୋଷ କେଉଁଠି ବି ନାହିଁ ବୋଲି ବିଜେଡି ସମନ୍ୱୟ କମିଟିର ଅଧ୍ୟକ୍ଷ ଦେବୀ ମିଶ୍ର କହିଛନ୍ତି