Breaking News
- ଆଜି ସନ୍ଧ୍ୟାରେ ବସିବ ବିଜେଡିର ପିଏସି ବୈଠକ
- ଦୁର୍ନୀତିରେ ପୂର୍ବ ସରକାରକୁ ବର୍ତ୍ତମାନ ସରକାର ଟପିଗଲେଣି- ଅଶୋକ ଦାସ
- ଜାତୀୟ ସବ୍ ଜୁନିୟର ଭଲିବଲ୍ ଚାମ୍ପିୟନସିପ୍ରେ ଟିଏସ୍ଏଫ୍ର ୬ ଖେଳାଳି ସାମିଲ
- ସମାଜସେବୀ କିମ୍ବା ଦଳର ଜଣେ ବରିଷ୍ଠ ନେତା କଂଗ୍ରେସର ରାଜ୍ୟସଭା ପ୍ରାର୍ଥି ହୋଇପାରନ୍ତି- ରାମଚନ୍ଦ୍ର କାଡ଼ାମ
- ବଦଳିବ ଜିଡିପି ମାପର ତରିକା, ଫେବୃୟାରୀ 27ରେ ଆସିବ ତୃତୀୟ ତ୍ରୈମାସିକ ସଂଖ୍ୟା
ଓଡ଼ିଶାକୁ ଭାଗ ଭାଗ କରିବା କଣ ଓଡ଼ିଆ ଅସ୍ମିତା- ତାରା ବାହିନୀପତି
FMNEWS.IN
09-03-2025
ଭୁବନେଶ୍ୱର, 9 ମାର୍ଚ୍ଚ- ଜୟନାରାୟଣ ମିଶ୍ରଙ୍କ ବୟାନକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ବରିଷ୍ଠ କଂଗ୍ରେସ ବିଧାୟକ ତାରା ବାହିନୀପତି। କହିଛନ୍ତି ଓଡ଼ିଶାକୁ ଭାଗ ଭାଗ କରିବା କଣ ଓଡ଼ିଆ ଅସ୍ମିତା। ଓଡ଼ିଶାକୁ ଭାଗ ଭାଗ କଲା ଭଳି ପ୍ରତିକ୍ରିୟା ଦେଉଛନ୍ତି ଜୟ ନାରାୟଣ । ଆଜି କୋଶଲ କଥା କହୁଛନ୍ତି କାଲି ଦକ୍ଷିଣାଞ୍ଚଳ କଥା ଉଠିବ ତାପରେ ଉତ୍ତରାଞ୍ଚଳ କଥା ଉଠିବ । ତାହେଲେ ଓଡ଼ିଶାକୁ ଭାଗ ଭାଗ କରିଦେବା କି ? ଜୟ ଦାଦା ଟିକେ ଅସନ୍ତୁଷ୍ଟ ଅଛନ୍ତି । ତାଙ୍କ ସହିତ ଆଲୋଚନା କରି ତାଙ୍କୁ ଉପମୁଖ୍ୟମନ୍ତ୍ରୀ କରି ଦିଅନ୍ତୁ ସିଏ ଆଉ ଏଇଭଳି ମନ୍ତବ୍ୟ ଦେବେ ନାହିଁ। ତାଙ୍କ ଦଳରେ ପାଣ୍ଡିଆନ କଥା ପ୍ରଥମେ ଉଠେଇବା ଲୋକ ସିଏ ତାଙ୍କୁ ଅଣଦେଖା କରାଯାଉଛି ବୋଲି ତାରା ବାହିନୀପତି କହିଛନ୍ତି।