Breaking News
- ଆଜି ସନ୍ଧ୍ୟାରେ ବସିବ ବିଜେଡିର ପିଏସି ବୈଠକ
- ଦୁର୍ନୀତିରେ ପୂର୍ବ ସରକାରକୁ ବର୍ତ୍ତମାନ ସରକାର ଟପିଗଲେଣି- ଅଶୋକ ଦାସ
- ଜାତୀୟ ସବ୍ ଜୁନିୟର ଭଲିବଲ୍ ଚାମ୍ପିୟନସିପ୍ରେ ଟିଏସ୍ଏଫ୍ର ୬ ଖେଳାଳି ସାମିଲ
- ସମାଜସେବୀ କିମ୍ବା ଦଳର ଜଣେ ବରିଷ୍ଠ ନେତା କଂଗ୍ରେସର ରାଜ୍ୟସଭା ପ୍ରାର୍ଥି ହୋଇପାରନ୍ତି- ରାମଚନ୍ଦ୍ର କାଡ଼ାମ
- ବଦଳିବ ଜିଡିପି ମାପର ତରିକା, ଫେବୃୟାରୀ 27ରେ ଆସିବ ତୃତୀୟ ତ୍ରୈମାସିକ ସଂଖ୍ୟା
ନୂଆ ବର୍ଷ ପାଳୁ ନାହାଁନ୍ତି ନବୀନ ପଟନାୟକ
FMNEWS.IN
01-01-2025
(FMNews):-- ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ବର୍ଗତ ମନମୋହନ ସିଂହ ଙ୍କ ବିୟୋଗରେ ଚାଲିଥିବା ରାଷ୍ଟ୍ରୀୟ ଶୋକ ଓ ଅଦିନିଆ ବର୍ଷା ରେ କ୍ଷତିଗ୍ରସ୍ତ ଚାଷୀଙ୍କ ଦୁଃଖ ରେ ସମବେଦନା ଜଣାଇ ବିରୋଧୀ ଦଳ ନେତା ଶ୍ରୀ ନବୀନ ପଟନାୟକ ଆଜି ନୂଆ ବର୍ଷ କାର୍ଯ୍ୟକ୍ରମ ରେ ସାମିଲ ହେଊ ନାହାଁନ୍ତି।
ତେଣୁ ଅଭିନନ୍ଦନ ପାଇଁ ଆଜି ନବୀନ ନିବାସ କୁ ନ ଆସିବା ପାଇଁ ଶ୍ରୀ ପଟନାୟକ ଶୁଭେଛୁ ମାନଙ୍କୁ ଅନୁରୋଧ ଜଣାଇଛନ୍ତି।