Breaking News
- ଆଜି ସନ୍ଧ୍ୟାରେ ବସିବ ବିଜେଡିର ପିଏସି ବୈଠକ
- ଦୁର୍ନୀତିରେ ପୂର୍ବ ସରକାରକୁ ବର୍ତ୍ତମାନ ସରକାର ଟପିଗଲେଣି- ଅଶୋକ ଦାସ
- ଜାତୀୟ ସବ୍ ଜୁନିୟର ଭଲିବଲ୍ ଚାମ୍ପିୟନସିପ୍ରେ ଟିଏସ୍ଏଫ୍ର ୬ ଖେଳାଳି ସାମିଲ
- ସମାଜସେବୀ କିମ୍ବା ଦଳର ଜଣେ ବରିଷ୍ଠ ନେତା କଂଗ୍ରେସର ରାଜ୍ୟସଭା ପ୍ରାର୍ଥି ହୋଇପାରନ୍ତି- ରାମଚନ୍ଦ୍ର କାଡ଼ାମ
- ବଦଳିବ ଜିଡିପି ମାପର ତରିକା, ଫେବୃୟାରୀ 27ରେ ଆସିବ ତୃତୀୟ ତ୍ରୈମାସିକ ସଂଖ୍ୟା
ପ୍ରଥମ ସପ୍ତାହ ସୁଦ୍ଧା ବିଜେଡି ସାଙ୍ଗଠନିକ ନିର୍ବାଚନ ପାଇଁ ଅଧିକାରୀ ନିଯୁକ୍ତ
FMNEWS.IN
24-01-2025
ଭୁବନେଶ୍ୱର, 24 ଜାନୁଆରି:ଚଳିତ ମାସ ଶେଷ ସୁଦ୍ଧା କିମ୍ବା ଫେବୃଆରୀ ପ୍ରଥମ ସପ୍ତାହ ସୁଦ୍ଧା ବିଜେଡି ସାଙ୍ଗଠନିକ ନିର୍ବାଚନ ପାଇଁ ଜିଲ୍ଲା ନିର୍ବାଚନ ଅଧିକାରୀ ଏବଂ ତୃଣ ମୂଳ ସ୍ତରର ଅଧିକାରୀ ନିଯୁକ୍ତି ହେବେ ।
ସେଥିପାଇଁ ପ୍ରୋସେସ ଆରମ୍ଭ ହୋଇଗଲାଣି । ସୁପ୍ରିମୋ ନବୀନ ପଟ୍ଟନାୟକ ପ୍ରତାପ ଦେବଙ୍କୁ ରାଜ୍ୟ ନିର୍ବାଚନ ଅଧିକାରୀ ଭାବେ ଦାୟିତ୍ୱ ଦେଇଛନ୍ତି ସେହି କ୍ରମେ ଆମେ ଆଗକୁ ଆଗକୁ ବଢ଼ୁଛୁ ବୋଲି ଦେବୀ ମିଶ୍ର କହିଛନ୍ତି।