Breaking News
- ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ଅନ୍ତର୍ଗତ ଉପହାର ସାମଗ୍ରୀ ଯୋଗାଇବା ପାଇଁ ଉତ୍କଳିକାର ବୁଝାମଣାପତ୍ର ସ୍ୱାକ୍ଷରିତ
- ମିଳିଲା ବୋମା ମାଡ ଧମକ, ସମ୍ବଲପୁର କୋର୍ଟ ପରିସରରେ ଜୋରଦାର ଯାଞ୍ଚ
- ଢେଙ୍କାନାଳ ସାଂସଦ ରୁଦ୍ର ନାରାୟଣ ପାଣିଙ୍କୁ ଭେଟିଲେ ଟିଏଫଏଲର ଏମଡି
- ଢେଙ୍କାନାଳ ସାଂସଦ ରୁଦ୍ର ନାରାୟଣ ପାଣି ନାଲକୋ ଅବସରପ୍ରାପ୍ତ କର୍ମଚାରୀ କଲ୍ୟାଣ ସଂଘ କର୍ମକର୍ତ୍ତାଙ୍କୁ ଭେଟିଲେ
- ଖୁବଶୀଘ୍ର ରାଜ୍ୟରେ ୪୫ ହଜାର ଶିକ୍ଷକ ପଦବୀ ପୂରଣ ହେବ - ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର
ଆଜି ହେବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ
FMNEWS.IN
16-12-2024
ଭୁବନେଶ୍ୱର,16 ଡିସେମ୍ବର ଆଜି ସୋମବାର ୟୁନିଟ୍-୫ ,ଭୁବନେଶ୍ୱର ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ଗତ ଅକ୍ଟୋବର ୨୮ ତାରିଖ ପାଇଁ ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ ଅଭିଯୋଗ ନିମନ୍ତେ ପଞ୍ଜୀକରଣ କରିଥିବା ଆବେଦନକାରୀମାନେ ଆସନ୍ତା କାଲି ଏହି ଜଣାଶୁଣାଣିରେ ଉପସ୍ଥିତ ରହିବାକୁ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ତରଫରୁ ସୂଚନା ଦିଆଯାଇଛି l ଦରଖାସ୍ତକାରୀ ସେମାନଙ୍କର ପଞ୍ଜିକରଣ ପ୍ରାପ୍ତି ସ୍ୱୀକାର ପତ୍ର ଓ ବ୍ୟକ୍ତିଗତ ପରିଚୟ ପତ୍ର ସହିତ ନିର୍ଦ୍ଧାରିତ ସ୍ଥାନରେ ଉପସ୍ଥିତ ରହିବାକୁ ଅନୁରୋଧ କରାଯାଇଛି l
ଧର୍ମଶାଳା- ଯାଜପୁର ଜିଲା ଧର୍ମଶାଳା ବ୍ଲକ କଦମପାଳ ପଂଚାୟତସ୍ଥ ହରିବୋଲିଆ ମଠ ପରିସରରେ ଶିକ୍ଷାବିତ୍ ପ୍ରଭାକର ମଣ୍ଡଳଙ୍କ ଗଳ୍ପ ସଙ୍କଳନ ଜୀବନର ଅନ୍ତଃସ୍ୱର ପୁସ୍ତକ ଲୋକାର୍ପିତ ହୋଇଯାଇଛି