Breaking News
- ଆଜି ସନ୍ଧ୍ୟାରେ ବସିବ ବିଜେଡିର ପିଏସି ବୈଠକ
- ଦୁର୍ନୀତିରେ ପୂର୍ବ ସରକାରକୁ ବର୍ତ୍ତମାନ ସରକାର ଟପିଗଲେଣି- ଅଶୋକ ଦାସ
- ଜାତୀୟ ସବ୍ ଜୁନିୟର ଭଲିବଲ୍ ଚାମ୍ପିୟନସିପ୍ରେ ଟିଏସ୍ଏଫ୍ର ୬ ଖେଳାଳି ସାମିଲ
- ସମାଜସେବୀ କିମ୍ବା ଦଳର ଜଣେ ବରିଷ୍ଠ ନେତା କଂଗ୍ରେସର ରାଜ୍ୟସଭା ପ୍ରାର୍ଥି ହୋଇପାରନ୍ତି- ରାମଚନ୍ଦ୍ର କାଡ଼ାମ
- ବଦଳିବ ଜିଡିପି ମାପର ତରିକା, ଫେବୃୟାରୀ 27ରେ ଆସିବ ତୃତୀୟ ତ୍ରୈମାସିକ ସଂଖ୍ୟା
ନବ ଦାସ ହତ୍ୟାକାଣ୍ଡର ପୁଣି ସିବିଆଇ ତଦନ୍ତ ଦାବି କଲେ ବିଜେପିର ବରିଷ୍ଠ ବିଧାୟକ ଜୟ ନାରାୟଣ ମିଶ୍ର
FMNEWS.IN
20-03-2025
ଭୁବନେଶ୍ୱର - ବିଜେପିର ବରିଷ୍ଠ ବିଧାୟକ ଜୟ ନାରାୟଣ ମିଶ୍ର ନବ ଦାସ ହତ୍ୟାକାଣ୍ଡର ପୁଣି ସିବିଆଇ ତଦନ୍ତ ଦାବି କରିଛନ୍ତି ।
ସାମ୍ବାଦିକ ମାନଙ୍କ ସହ କଥାବାର୍ତା ବେଳେ ସେ କହିଛନ୍ତି ଯେ, ନବ ଦାସ ହାତ୍ୟକାଣ୍ଡ ନେଇ ସିବିଆଇ ତଦନ୍ତ ଦାବି କରୁଥିଲି, ଆଜି ବି ସିବିଆଇ ତଦନ୍ତ ଦାବି କରୁଛି । ମୋ ଦାବି ଅପରିବର୍ତ୍ତିତ । ପରିବାର ଲୋକ ସରକାରଙ୍କୁ ଭେଟି ସିବିଆଇ ତଦନ୍ତ ପାଇଁ କହିଲେ, ମୁଁ ସରକାରଙ୍କ ଚାପ ପ୍ରୟୋଗ କରିବି ।