Breaking News
- ଆଜି ସନ୍ଧ୍ୟାରେ ବସିବ ବିଜେଡିର ପିଏସି ବୈଠକ
- ଦୁର୍ନୀତିରେ ପୂର୍ବ ସରକାରକୁ ବର୍ତ୍ତମାନ ସରକାର ଟପିଗଲେଣି- ଅଶୋକ ଦାସ
- ଜାତୀୟ ସବ୍ ଜୁନିୟର ଭଲିବଲ୍ ଚାମ୍ପିୟନସିପ୍ରେ ଟିଏସ୍ଏଫ୍ର ୬ ଖେଳାଳି ସାମିଲ
- ସମାଜସେବୀ କିମ୍ବା ଦଳର ଜଣେ ବରିଷ୍ଠ ନେତା କଂଗ୍ରେସର ରାଜ୍ୟସଭା ପ୍ରାର୍ଥି ହୋଇପାରନ୍ତି- ରାମଚନ୍ଦ୍ର କାଡ଼ାମ
- ବଦଳିବ ଜିଡିପି ମାପର ତରିକା, ଫେବୃୟାରୀ 27ରେ ଆସିବ ତୃତୀୟ ତ୍ରୈମାସିକ ସଂଖ୍ୟା
ଡବଲ ଇଞ୍ଜିନ୍ ସରକାର ଯାହାପ୍ରତିଶ୍ରୁତି ଦେଇଥିଲେ ତାହା ପାଳନ କରିନାହାଁନ୍ତି- ପ୍ରମିଳା ମଲ୍ଲିକ
FMNEWS.IN
03-01-2025
ଭୁବନେଶ୍ୱର, 3 ଜାନୁଆରି:- ଡବଲ ଇଞ୍ଜିନ୍ ସରକାର ଯାହା ପ୍ରତିଶ୍ରୁତି ଦେଇଥିଲେ ତାହା ପାଳନ କରିନାହାଁନ୍ତି ବୋଲି କହି ବର୍ଷିଛନ୍ତି ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ । ସେ କହିଛନ୍ତି ଯେ, ରୋଷେଇ ଘରେ ମହଙ୍ଗା ମାଡ଼। ମହିଳାଟିଏ ହନ୍ତ ସନ୍ତ ହେଉଛି। ଡବଲ ଇଞ୍ଜିନ୍ ସରକାର ଦରଦାମ ନିୟନ୍ତ୍ରଣରେ ବିଫଳ। ଡବଲ ଇଞ୍ଜିନ୍ ସରକାର ଯାହା ପ୍ରତିଶ୍ରୁତି ଦେଇଥିଲେ ତାହା ପାଳନ କରିନାହାଁନ୍ତି। ଯେଉଁଥିଲାଗି ଆମେ ଲୋକ ସେବା ଭବନ ଆଗରେ ବିକ୍ଷୋଭ କରିବୁ ବୋଲି ସେ କହିଛନ୍ତି ।