Breaking News
- ଆଜି ସନ୍ଧ୍ୟାରେ ବସିବ ବିଜେଡିର ପିଏସି ବୈଠକ
- ଦୁର୍ନୀତିରେ ପୂର୍ବ ସରକାରକୁ ବର୍ତ୍ତମାନ ସରକାର ଟପିଗଲେଣି- ଅଶୋକ ଦାସ
- ଜାତୀୟ ସବ୍ ଜୁନିୟର ଭଲିବଲ୍ ଚାମ୍ପିୟନସିପ୍ରେ ଟିଏସ୍ଏଫ୍ର ୬ ଖେଳାଳି ସାମିଲ
- ସମାଜସେବୀ କିମ୍ବା ଦଳର ଜଣେ ବରିଷ୍ଠ ନେତା କଂଗ୍ରେସର ରାଜ୍ୟସଭା ପ୍ରାର୍ଥି ହୋଇପାରନ୍ତି- ରାମଚନ୍ଦ୍ର କାଡ଼ାମ
- ବଦଳିବ ଜିଡିପି ମାପର ତରିକା, ଫେବୃୟାରୀ 27ରେ ଆସିବ ତୃତୀୟ ତ୍ରୈମାସିକ ସଂଖ୍ୟା
ରାଜ୍ୟ ବାହାରେ ଥିବା ମହିଳା ମାନେ ସୁଭଦ୍ରା ଯୋଜନାରେ କରନ୍ତୁ ଆବେଦନ – ପ୍ରଭାତୀ ପରିଡା
FMNEWS.IN
22-01-2025
(FMNews):--ରାଜ୍ୟ ବାହାରେ ଥିବା ଓ ସୁଭଦ୍ରା ଯୋଜନାରେ ସାମିଲ ପାଇଁ ଆବେଦନ କରି ନ ଥିବା ମହିଳା ମାନଙ୍କୁ ଆବେଦନ କରିବାକୁ ଅନୁରୋଧ କରିଛନ୍ତି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ।
ସାମ୍ବାଦିକ ମାନଙ୍କ ସହ ଆଲୋଚନା ବେଳେ ସେ କହିଛନ୍ତି ଯେ ରାଜ୍ୟ ବାହାରେ ବହୁତ ମହିଳା ଅଛନ୍ତି ଯେଉଁମାନେ ସୁଭଦ୍ରାରେ ସାମିଲ ପାଇଁ ଆବେଦନ କରି ନାହାନ୍ତି ତେଣୁ ସୋମାନଙ୍କୁ ଅନୁରୋଧ, ଜଲଦି ଆବେଦନ କରନ୍ତୁ, ସୁଭଦ୍ରା ସହାୟତା ପ୍ରଦାନ କରାଯିବ। ଚତୁର୍ଥ ପର୍ଯ୍ୟାୟରେ ୨୦ ଲକ୍ଷରୁ ଉର୍ଦ୍ଧ୍ୱ ମହିଳାଙ୍କୁ ସୁଭଦ୍ରା ଟଙ୍କା ମିଳିବ ।