Breaking News
- ଆଜି ସନ୍ଧ୍ୟାରେ ବସିବ ବିଜେଡିର ପିଏସି ବୈଠକ
- ଦୁର୍ନୀତିରେ ପୂର୍ବ ସରକାରକୁ ବର୍ତ୍ତମାନ ସରକାର ଟପିଗଲେଣି- ଅଶୋକ ଦାସ
- ଜାତୀୟ ସବ୍ ଜୁନିୟର ଭଲିବଲ୍ ଚାମ୍ପିୟନସିପ୍ରେ ଟିଏସ୍ଏଫ୍ର ୬ ଖେଳାଳି ସାମିଲ
- ସମାଜସେବୀ କିମ୍ବା ଦଳର ଜଣେ ବରିଷ୍ଠ ନେତା କଂଗ୍ରେସର ରାଜ୍ୟସଭା ପ୍ରାର୍ଥି ହୋଇପାରନ୍ତି- ରାମଚନ୍ଦ୍ର କାଡ଼ାମ
- ବଦଳିବ ଜିଡିପି ମାପର ତରିକା, ଫେବୃୟାରୀ 27ରେ ଆସିବ ତୃତୀୟ ତ୍ରୈମାସିକ ସଂଖ୍ୟା
ଆସନ୍ତା 20 ତାରିଖରୁ ଶ୍ରୀମନ୍ଦିରରେ ଧାଡ଼ି ଦର୍ଶନ ବ୍ୟବସ୍ଥା
FMNEWS.IN
14-01-2025
ଭୁବନେଶ୍ୱର, 14 ଜାନୁଆରି - ଆସନ୍ତା 20ରୁ ଶ୍ରୀମନ୍ଦିରରେ ଆରମ୍ଭ ହେବ ଧାଡି ଦର୍ଶନ ବ୍ୟବସ୍ଥା । ଏନେଇ ବ୍ୟବସ୍ଥା ଚାଲିଛି । ଶୃଙ୍ଖଳିତ ଦର୍ଶନ ପାଇଁ ହେବ ଧାଡ଼ି ଦର୍ଶନ ବୋଲି ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଆଉ ପରୀକ୍ଷାମୂଳକ ନୁହେଁ ସିଧାସଳଖ କାର୍ଯ୍ୟକାରୀ ହେବ ବୋଲି ମନ୍ତ୍ରୀ କହିଛନ୍ତି ।