Breaking News
- ଓଡିଶା ବନ୍ଦକୁ ଅନୁଗୁଳ ଜିଲ୍ଲା କଂଗ୍ରେସର ସମର୍ଥନ
- 28 ତାରିଖ ଓଡିଶା ବନ୍ଦକୁ କଂଗ୍ରେସର ସମର୍ଥନ
- କରାଚୀ ସପିଂ ପ୍ଲାଜାରେ ନିଆଁ ଲାଗି ମୃତ୍ୟୁବରଣ କରିଥିବା ଲୋକଙ୍କ ସହଖ୍ୟା 8ରେ ପହଂଚିଲା, 58ରୁ ଅଧିକ ନିଖୋଜ
- ଶିଳ୍ପପତିମାନେ ଝାରସୁଗୁଡା ସ୍ୱାର୍ଥକୁ ଅଣଦେଖା କରିଛନ୍ତି : ଭକ୍ତ
- ଯଦି କଂଗ୍ରେସ ପାଇଁ କାର୍ଯ୍ୟ କରିବା ନାହିଁ ତେବେ ତାହା ନିଜ ପ୍ରତି ବିଶ୍ୱାସଘାତକତା ହେବ- ଭକ୍ତ
ଆଗାମୀ ୨୪ ଘଂଟା ମଧ୍ୟରେ ଘନ କୁହୁଡ଼ି ନେଇ ୫ ଜିଲ୍ଲାକୁ ୱାର୍ଣ୍ଣିଂ
FMNEWS.IN
23-12-2024
ଭୁବନେଶ୍ୱର, ୨୩ ଡିସେମ୍ବର - ଆଗାମୀ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ଘନ କୁହୁଡ଼ି ଦେଖାଦେବ । ଯାହାର ଦୃଶ୍ୟମାନ ଦୂରତା ୫୦ ମିଟରରୁ ୨୦୦ ମିଟର ମଧ୍ୟରେ ରହିବ । ସେନେଇ ୫ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ସେହି ଜିଲ୍ଲା ଗୁଡିକ ହେଲା ସୁନ୍ଦରଗଡ଼, କେନ୍ଦୁଝର, ଅନୁଗୁଳ, ଝାରସୁଗୁଡ଼ା ଏବଂ କଳାହାଣ୍ଡି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।