Breaking News
- ଆଜି ସନ୍ଧ୍ୟାରେ ବସିବ ବିଜେଡିର ପିଏସି ବୈଠକ
- ଦୁର୍ନୀତିରେ ପୂର୍ବ ସରକାରକୁ ବର୍ତ୍ତମାନ ସରକାର ଟପିଗଲେଣି- ଅଶୋକ ଦାସ
- ଜାତୀୟ ସବ୍ ଜୁନିୟର ଭଲିବଲ୍ ଚାମ୍ପିୟନସିପ୍ରେ ଟିଏସ୍ଏଫ୍ର ୬ ଖେଳାଳି ସାମିଲ
- ସମାଜସେବୀ କିମ୍ବା ଦଳର ଜଣେ ବରିଷ୍ଠ ନେତା କଂଗ୍ରେସର ରାଜ୍ୟସଭା ପ୍ରାର୍ଥି ହୋଇପାରନ୍ତି- ରାମଚନ୍ଦ୍ର କାଡ଼ାମ
- ବଦଳିବ ଜିଡିପି ମାପର ତରିକା, ଫେବୃୟାରୀ 27ରେ ଆସିବ ତୃତୀୟ ତ୍ରୈମାସିକ ସଂଖ୍ୟା
ଖୋର୍ଦ୍ଧା ରେ ଖୋଲିବ ନ୍ୟାସନାଲ ଫରେନସିକ ସାଇନ୍ସ ୟୁନିଭରସିଟି
FMNEWS.IN
19-03-2025
ଭୁବନେଶ୍ୱର, 19 ମାର୍ଚ୍ଚ ଖୋର୍ଧାରେ ଖୋଲିବ ନ୍ୟାସନାଲ ଫରେନସିକ ସାଇନ୍ସ ୟୁନିଭରସିଟି । ଏ ନେଇ ଗତକାଲି କେନ୍ଦ୍ର ଗୃହ ମନ୍ତ୍ରାଳୟ ତରଫରୁ ଗେଜେଟ ନୋଟିଫିକେନ ପ୍ରକାଶ ପାଇଛି । ବିଜେପି ବିଧାୟକ ଇରାଶିଷ ଆଚାର୍ଯ୍ୟ ଏ ସମ୍ପର୍କରେ ସୂଚନା ଦେଇଛନ୍ତି । ସେ ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ ଓ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଙ୍କୁ ଧନ୍ୟବାଦ ଦେଇଛନ୍ତି ।