Breaking News
- ଓଡିଶା ବନ୍ଦକୁ ଅନୁଗୁଳ ଜିଲ୍ଲା କଂଗ୍ରେସର ସମର୍ଥନ
- 28 ତାରିଖ ଓଡିଶା ବନ୍ଦକୁ କଂଗ୍ରେସର ସମର୍ଥନ
- କରାଚୀ ସପିଂ ପ୍ଲାଜାରେ ନିଆଁ ଲାଗି ମୃତ୍ୟୁବରଣ କରିଥିବା ଲୋକଙ୍କ ସହଖ୍ୟା 8ରେ ପହଂଚିଲା, 58ରୁ ଅଧିକ ନିଖୋଜ
- ଶିଳ୍ପପତିମାନେ ଝାରସୁଗୁଡା ସ୍ୱାର୍ଥକୁ ଅଣଦେଖା କରିଛନ୍ତି : ଭକ୍ତ
- ଯଦି କଂଗ୍ରେସ ପାଇଁ କାର୍ଯ୍ୟ କରିବା ନାହିଁ ତେବେ ତାହା ନିଜ ପ୍ରତି ବିଶ୍ୱାସଘାତକତା ହେବ- ଭକ୍ତ
ଆସନ୍ତାକାଲି ଠାରୁ ବର୍ଷାର ପରିମାଣ କମିବ- ଆଂଚଳିକ ପାଣିପାଗ ନିର୍ଦ୍ଦେଶିକା
FMNEWS.IN
21-12-2024
ଭୁବନେଶ୍ୱର, ୨୧ ଡିସେମ୍ବର - ଆଗାମୀ ୨ ଦିନ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ ଏବଂ କୋହଲା ପାଗ ଅନୁଭୂତ ହେବ । ତେବେ ଆସନ୍ତାକାଲି ଠାରୁ ବର୍ଷାର ପରିମାଣ କମିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ମାତ୍ର ଦକ୍ଷିଣ ଉପକୂଳ ଜିଲ୍ଲା ଗୁଡିକ ଯଥା-ଗଞ୍ଜାମ, ଗଜପତି, କୋରାପୁଟ, ରାୟଗଡ଼ାରେ ଆସନ୍ତାକାଲି ମଧ୍ୟ ବର୍ଷା ହେବ ।
ସେହିପରି ଇତିମଧ୍ୟରେ ଦିନ ତାପମାତ୍ରା କମିଛି, ହେଲେ ରାତି ତାପମାତ୍ରା ସ୍ୱାଭାବିକ୍ ଠାରୁ ଅଧିକ ରହିଛି ବୋଲି ସୂଚନା ଦେଇଛନ୍ତି ଆଂଚଳିକ ପାଣିପାଗ ନିର୍ଦ୍ଦେଶିକା ।