Breaking News
- ଆଜି ସନ୍ଧ୍ୟାରେ ବସିବ ବିଜେଡିର ପିଏସି ବୈଠକ
- ଦୁର୍ନୀତିରେ ପୂର୍ବ ସରକାରକୁ ବର୍ତ୍ତମାନ ସରକାର ଟପିଗଲେଣି- ଅଶୋକ ଦାସ
- ଜାତୀୟ ସବ୍ ଜୁନିୟର ଭଲିବଲ୍ ଚାମ୍ପିୟନସିପ୍ରେ ଟିଏସ୍ଏଫ୍ର ୬ ଖେଳାଳି ସାମିଲ
- ସମାଜସେବୀ କିମ୍ବା ଦଳର ଜଣେ ବରିଷ୍ଠ ନେତା କଂଗ୍ରେସର ରାଜ୍ୟସଭା ପ୍ରାର୍ଥି ହୋଇପାରନ୍ତି- ରାମଚନ୍ଦ୍ର କାଡ଼ାମ
- ବଦଳିବ ଜିଡିପି ମାପର ତରିକା, ଫେବୃୟାରୀ 27ରେ ଆସିବ ତୃତୀୟ ତ୍ରୈମାସିକ ସଂଖ୍ୟା
ଆଗାମୀ ୭ ଦିନ ପର୍ଯ୍ୟନ୍ତ ଓଡ଼ିଶାର ଜିଲ୍ଲା ଗୁଡିକରେ ପାଗ ମୁଖ୍ୟତଃ ଶୁଖିଲା ରହିବାର ସମ୍ଭାବନା, ଆଗାମୀ ୫ ଦିନ ପର୍ଯ୍ୟନ୍ତ କୌଣସି ଚେତାବନୀ ନାହିଁ
FMNEWS.IN
02-03-2025
ଭୁବନେଶ୍ୱର, ୨ ମାର୍ଚ୍ଚ - ଆଗାମୀ ୭ ଦିନ ପର୍ଯ୍ୟନ୍ତ ଅର୍ଥାତ୍ ଆସନ୍ତା ମାର୍ଚ୍ଚ ୯ ତାରିଖ ସକାଳ ପର୍ଯ୍ୟନ୍ତ ଓଡ଼ିଶାର ଜିଲ୍ଲା ଗୁଡିକରେ ପାଗ ମୁଖ୍ୟତଃ ଶୁଖିଲା ରହିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ସେହିପରି ଆଗାମୀ ୫ ଦିନ ପର୍ଯ୍ୟନ୍ତ କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।