Breaking News
- ଆଜି ସନ୍ଧ୍ୟାରେ ବସିବ ବିଜେଡିର ପିଏସି ବୈଠକ
- ଦୁର୍ନୀତିରେ ପୂର୍ବ ସରକାରକୁ ବର୍ତ୍ତମାନ ସରକାର ଟପିଗଲେଣି- ଅଶୋକ ଦାସ
- ଜାତୀୟ ସବ୍ ଜୁନିୟର ଭଲିବଲ୍ ଚାମ୍ପିୟନସିପ୍ରେ ଟିଏସ୍ଏଫ୍ର ୬ ଖେଳାଳି ସାମିଲ
- ସମାଜସେବୀ କିମ୍ବା ଦଳର ଜଣେ ବରିଷ୍ଠ ନେତା କଂଗ୍ରେସର ରାଜ୍ୟସଭା ପ୍ରାର୍ଥି ହୋଇପାରନ୍ତି- ରାମଚନ୍ଦ୍ର କାଡ଼ାମ
- ବଦଳିବ ଜିଡିପି ମାପର ତରିକା, ଫେବୃୟାରୀ 27ରେ ଆସିବ ତୃତୀୟ ତ୍ରୈମାସିକ ସଂଖ୍ୟା
ବାରବାଟୀରେ ହେବାକୁ ଥିବା ସେଲିବ୍ରେଟି କ୍ରିକେଟ ଲିଗ୍ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଅର୍ଜୁନ କପୁର
FMNEWS.IN
12-02-2025
ଭୁବନେଶ୍ୱର, 12 ଫେବ୍ରୁଆରି- ଆସନ୍ତା ୧୬ରେ କଟକ ବାରବାଟି ଷ୍ଟାଡିୟମରେ ହେବ ସେଲିବ୍ରେଟି କ୍ରିକେଟ ଲିଗ୍ । ଆଜି ଏ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି ବଲିଉଡ ଅଭିନେତା ଅର୍ଜୁନ କପୁର ଓ ପ୍ରଯୋଜକ ବୋନି କପୁର । ସୌଜନ୍ୟମୂଳକ ସାକ୍ଷାତ କରିବା ସହ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କରିଥିବା କହିଛନ୍ତି । ୧୬ରେ ପଞ୍ଜାବ ଦେଶର ଓ ଭୋଜପୁରୀ ଦବଙ୍ଗ ଟିମ୍ ମଧ୍ୟରେ ଗୋଟିଏ ମ୍ୟାଚ ଓ ମୁମ୍ବାଇ ହିରୋ ଏବଂ ବେଙ୍ଗଲ ଟାଇଗର୍ସଙ୍କ ମଧ୍ୟରେ ଗୋଟିଏ ମ୍ୟାଚ ହେବ ।