- ଆରମ୍ଭ ହେଲା ମାଟ୍ରିକ୍ ପରୀକ୍ଷା
- ଅର୍ଥନୈତିକ ସର୍ଭେ ରିପୋର୍ଟ : ରାଜ୍ୟରେ ଉତ୍ପାଦନ କ୍ଷେତ୍ର ୮.୩ ପ୍ରତିଶତ ହାରରେ ବୃଦ୍ଧି ପାଇବ
- ଚଳିତ ଆର୍ଥିକ ବର୍ଷର ୧୦ ମାସ ପରେ ମଧ୍ୟ ଓଡ଼ିଶା ସରକାର ୫୦ ପ୍ରତିଶତରୁ ଅଧିକ ବଜେଟ ରାଶି ଖର୍ଚ୍ଚ କରିପାରିନାହାନ୍ତି : କ...
- ଶିଳ୍ପ ସଂସ୍ଥାଙ୍କ ଠାରୁ ଦେଢ଼ଲକ୍ଷ କୋଟି ଟଙ୍କା ସରକାର ଅସୁଲ କରୁନାହିଁ କାହିଁକି? : ଭକ୍ତ
- କେନ୍ଦ୍ରୀୟ ବଜେଟ୍ ଉପସ୍ଥାପିତ : ଅଣ-ଋଣ ପ୍ରାପ୍ତି ଏବଂ ମୋଟ ବ୍ୟୟ ଯଥାକ୍ରମେ 36.5 ଲକ୍ଷ କୋଟି ଟଙ୍କା ଏବଂ 53.5 ଲକ୍ଷ ...
ଡ଼ା ଦେବେନ୍ଦ୍ର ପ୍ରଧାନ ମେମୋରିଆଲ କ୍ରିକେଟ ଟୁର୍ନାମେଣ୍ଟ:ଫାଇନାଲ ମ୍ୟାଚକୁ ଉଦଘାଟନ କଲେ ଢେଙ୍କାନାଳ ସାଂସଦ ଓ ପାଳଲହଡା ବିଧାୟକ
ତାଳଚେର : ତାଳଚେର ଫ୍ରେଣ୍ଡସ କ୍ରିକେଟ କ୍ଲବ ଦ୍ୱାରା ଆୟୋଜିତ ଡ଼ା ଦେବେନ୍ଦ୍ର ପ୍ରଧାନ ମେମୋରିଆଲ ଜାତୀୟ ସ୍ତରୀୟ କ୍ରିକେଟ ଟୁର୍ନାମେଣ୍ଟ ଆୟୋଜିତ ହେଉଛି |ଆଜି ରବିବାର ଫାଇନାଲ ମ୍ୟାଚ ତାଳଚେର ଫ୍ରେଣ୍ଡସ କ୍ଲବ ଓ ଅନୁଗୁଳ ଏ ସି ସି ମଧ୍ୟରେ ଅନୁଷ୍ଠିତ ହୋଇଥିଲା |ଫାଇନାଲ ମ୍ୟାଚ କୁ ଢେଙ୍କାନାଳ ସାଂସଦ ରୁଦ୍ର ନାରାୟଣ ପାଣି ଓ ପାଳଲହଡା ବିଧାୟକ ଅଶୋକ ମହାନ୍ତି ଉଦଘାଟନ କରିଥିଲେ |ଅନ୍ୟ ମାନଙ୍କ ମଧ୍ୟରେ କ୍ଲବ ର ଉପଦେଷ୍ଟା ବିଜେପି ଜିଲ୍ଲା ସଭାପତି ଯଯାତି ପଟ୍ଟନାୟକ, ଜୋନାଲ ମିଡ଼ିଆ ସେଲ ପ୍ରଭାରୀ ପର୍ଶୁରାମ ବାରିକ, ବରୁଣ କୁମାର ସାହୁ ପ୍ରମୁଖ ଅତିଥି ଭାବେ ଯୋଗ ଦେଇଥିଲେ |କ୍ଲବ ର ସଭାପତି ତଥା ନଗରପାଳ ପବିତ୍ର ଭୁତିଆ, ସମ୍ପାଦକ ମାନସ ମହାରଣା, ରାଜେଶ ଦଳେଇ, ଜଗଦୀଶ ସିଂହ, ଯଶୋବନ୍ତ ଦାସ ଙ୍କ ସମେତ ସମସ୍ତ ସଦସ୍ୟ ଉପସ୍ଥିତ ରହି ଖେଳ ପରିଚାଳନା କରିଥିଲେ |ଅତିଥି ମନେ ଡ଼ା ଦେବେନ୍ଦ୍ର ପ୍ରଧାନ ଙ୍କ ଫୋଟ ଚିତ୍ର ରେ ଶ୍ରଦ୍ଧାଞ୍ଜଳି ଦେବା ପରେ ଇଭୟ ଫାଇନାଲ ଟିମ ର ଖେଳାଳି ଙ୍କୁ ଭେଟି ଚିୟର ଅପ କରି ଖେଳ. ଆରମ୍ଭ କରିଥିଲେ |