- ଅନୁଗୁଳ ଜିଲ୍ଲା ବିଜୁ ଜନତା ଦଳର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ
- ଆଉ ଦେଖିବାକୁ ମିଳୁ ନାହିଁ ହଳ, ବଳଦ
- କେରଳରେ ଲକ୍ଷ୍ୟ କେବଳ ଭୋଟ ପ୍ରତିଶତ ବୃଦ୍ଧି କରିବା ନୁହେଁ, ବିଜେପିର ଜଣେ ମୁଖ୍ୟମନ୍ତ୍ରୀ ହେବ : ଅମିତ ଶାହା
- ପ୍ରଦୂଷଣ ସାର୍ଟିଫିକେଟ ନାମରେ ଗାଡିଚାଳକଙ୍କୁ ଲୁଟ୍ କରିବା ବନ୍ଦ କର : ସିପିଆଇ
- ଆରଡି ବସଷ୍ଟାଣ୍ଡ ନାମ ପରିବର୍ତନକୁ ନେଇ ରାଜଧାନୀରୁ ଶୈବପୀଠ ସବୁଠି ବିରୋଧ
କାଲିଠୁ ବିଧାନସଭା ମୌସୁମୀ ଅଧିବେଶନ, ସୁରକ୍ଷା ଯାଞ୍ଚ କଲେ ଡ଼ିଜିପି
17-09-2025
ଭୁବନେଶ୍ୱର, 17 ସେପ୍ଟେମ୍ବର : ଆସନ୍ତା କାଲିଠୁ ଆରମ୍ଭ ହେବ ବିଧାନସଭାର ମୌସୁମୀ ଅଧିବେଶନ । ଏଥିପାଇଁ କମିଶନରେଟ ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି । ପୋଲିସ ଡିଜି ସୁରକ୍ଷା ବ୍ୟବସ୍ଥାର ଯାଞ୍ଚ କରିଛନ୍ତି। ଅଧିବେଶନ ସମୟରେ ୩ ଥାକିଆ ସୁରକ୍ଷା ବ୍ୟବସ୍ଥା ରହିବ ବୋଲି ଡିଜିପି ଯୋଗେଶ ବାହାଦୂର ଖୁରାନିଆ ସୂଚନା ଦ...
ଡବଲ ଇଞ୍ଜିନ ସରକାର ଆଦିବାସୀ ବିରୋଧୀ: ରାଜ୍ୟରେ ୫୩ ହଜାର ଛାତ୍ରଛାତ୍ରୀଙ୍କୁ ଆଜିକୁ ୫ମାସ ହେଲାଣି ମିଳିନାହିଁ ପ୍ରାକ ମାଟ୍ରିକ ଛାତ୍ରବୃତ୍ତି
17-09-2025
(FM News): କଂଗ୍ରେସ ଭବନଠାରେ କଂଗ୍ରେସ ମିଡ଼ିଆ ସେଲ ପକ୍ଷରୁ ଆୟୋଜିତ ଆଦିବାସୀ ଛାତ୍ରଛାତ୍ରୀଙ୍କ ମୌଳିକ ଅଧିକାର ହନନକୁ ନେଇ ଏକ ଗୁରୁତ୍ୱପୂର୍ଣ ସାମ୍ବାଦିକ ସମ୍ମିଳନୀରେ ଲକ୍ଷ୍ମୀପୁର କଂଗ୍ରେସ ଯୁବ ବିଧାୟକ ପବିତ୍ର ସାଉଁନ୍ତା ଅଭିଯୋଗ କରିଛନ୍ତି, ରାଜ୍ୟର ମୁଖ୍ୟମନ୍ତ୍ରୀ ଜଣେ ଆଦିବାସୀ ଏବଂ ଦେଶର ରାଷ୍ଟ୍ରପତି ମହୋଦୟା ମଧ୍ୟ ଆଦିବାସୀ। ପୁଣି ସେ ଓଡ଼ିଆ । ଆମେ ଆ...
ଦୁଷ୍କର୍ମର ମଣିପୁର ଓଡିଶା
17-09-2025
(FM News):--ଓଡିଶାରେ କ୍ରମବର୍ଦ୍ଧିଷ୍ଣୁ ଲଜ୍ୟାଜନକ ଦୁଷ୍କର୍ମ ଘଟଣା ଗୁଡିକରେ ଯୋଡିହୋଇଛି ପୁଣି ଏକ ଚାଞ୍ଚଲ୍ୟକର ଗଣଦୁଷ୍କର୍ମ। ପୁରୀ ବାଲିହରଚଣ୍ଡୀ ପର୍ଯ୍ୟଟନ ସ୍ଥଳରେ ଜଣେ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାକୁ ନେଇ କଂଗ୍ରେସ ମିଡ଼ିଆ ସେଲ ପକ୍ଷରୁ କଂଗ୍ରେସ ଭବନରେ ଏକ ସାମ୍ବାଦିକ ସମ୍ମିଳନୀ ଆୟୋଜିତ ହୋଇଥିଲା। ମୁଖପାତ୍ର ସୋନାଲି ସାହୁ ସିଧାସଳଖ ଉପମୁଖ୍...
ଘରୋଇ ବିତରକ ଜରିଆରେ ସରକାର ସାର ବିକ୍ରି ବ୍ୟବସ୍ଥା ବନ୍ଦ କରନ୍ତୁ: ଭକ୍ତ
13-09-2025
(FM News):-- ସରକାର କହୁଛନ୍ତି, ଓଡିଶା ପାଇଁ ଆବଶ୍ୟକ ପରିମାଣର ସାର କେନ୍ଦ୍ର ଦେଇସାରିଛନ୍ତି। ଅଥଚ ଓଡ଼ିଶାରେ ଚାଷୀ ସାର ପାଉନାହିଁ। ଏଥର ଅପେକ୍ଷାକୃତ ଭଲ ମୌସୁମୀ ବର୍ଷା ଯୋଗୁଁ ରାଜ୍ୟର ଚାଷୀକୁଳ ଭଲ ଫସଲ ହେବ ବୋଲି ଆଶା ବାନ୍ଧି ବସିଥିଲେ। କିନ୍ତୁ ଧାନ ରୋଇବାର ତିନି ସପ୍ତାହ ପରେ ମଧ୍ୟ ରାଜ୍ୟ ସରକାର ଚାଷୀଙ୍କୁ କୁତ୍ରିମ ସାର ସଂକଟରୁ ଉଦ୍ଧାର କରି ପାରିଲେ ନା...