Roadmap for development of Scheduled Castes and Scheduled Tribes to start from Bhubaneswar

ଭୁବନେଶ୍ୱରରୁ ଆରମ୍ଭ ହେବ ଅନୁସୂଚିତ ଜାତି ଅନୁସୂଚିତ ଜନଜାତିଙ୍କ ବିକାଶର ରୋଡ଼ମ୍ୟାପ

 31-08-2025

(FM News):--ସଂସଦ ଏବଂ ରାଜ୍ୟ/କେନ୍ଦ୍ରଶାସିତ ଅଞ୍ଚଳ ବିଧାନସଭାର ଅନୁସୂଚିତ ଜାତି ଏବଂ ଅନୁସୂଚିତ ଜନଜାତି କଲ୍ୟାଣ କମିଟିର ଅଧ୍ୟକ୍ଷମାନଙ୍କ ଦୁଇ ଦିନିଆ ଜାତୀୟ ସମ୍ମିଳନୀରେ ଯୋଗ ଦେବା ପାଇଁ ଲୋକସଭାର ବାଚସ୍ପତି ଶ୍ରୀ ଓମ ବିର୍ଲା ଭୁବନେଶର ଗସ୍ତ ରେ ଆସିଥିବା ବେଳେ ଶନିବାର ସମ୍ମିଳନୀର ଉଦଯାପନୀ ଉତ୍ସବ ଶେଷରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଗଣମାଧ୍ୟମର ପ୍ରତି...

Government increases powers of inspectors and SIs

ଇନ୍ସପେକ୍ଟର ଓ ଏସଆଇଙ୍କ କ୍ଷମତା ବଢ଼ାଇଲେ ସରକାର

 31-08-2025

ଭୁବନେଶ୍ୱର- ଇନ୍ସପେକ୍ଟର ଓ ଏସଆଇଙ୍କ କ୍ଷମତା ବଢ଼ାଇଛନ୍ତି ରାଜ୍ୟ ସରକାର। ଏଣିକି ଇନ୍ସପେକ୍ଟର ଓ ଏସଆଇ ଏସସି ଏସଟି ମାମଲାର ତଦନ୍ତ କରିପାରିବେ। ତଦନ୍ତ ସହ ଗିରଫ ଓ ସ୍ୱତନ୍ତ୍ର ଅଦାଲତରେ ମାମଲା କରିପାରିବେ। ପୂର୍ବରୁ ଡିଏସପି ପାହ୍ୟାର ଅଧିକାରୀଙ୍କୁ ଏହି କ୍ଷମତା ମିଳିଥିଲା। ଏନେଇ ଗୃହ ବିଭାଗ ପକ୍ଷରୁ ସଂଶୋଧିତ ବିଜ୍ଞପ୍ତି ପ୍ରକାଶ ପାଇଛି। ଏଚ୍ଆରପିସି ଏଡି...

Jaipur Town Police arrest 14 notorious criminals in various heinous cases

ଜୟପୁର ଟାଉନ ପୁଲିସ ପକ୍ଷରୁ ବିଭିନ୍ନ ଜଘନ୍ୟ ମାମଲାରେ ୧୪ ଦୁର୍ଦ୍ଧାନ୍ତ ଅପରାଧି ଗିରଫ

 31-08-2025

ଜୟପୁର - କୋରାପୁଟ ଜିଲ୍ଲା ଜୟପୁର ଟାଉନଥାନା ପୁଲିସ ପକ୍ଷରୁ ଗତ ଦୁଇ ଦିନ ମଧ୍ୟରେ ଏକ ବଡ ଧରଣର ସଫଳତା ମିଳିଛି । ଡକାୟତି ଉଦ୍ୟମ, ଲୁଟ, ଦାଦାବଟି ଆଦାୟ କରୁଥିବା ଅଭିଯୋଗରେ ଚାରୋଟି ମାମଲାରେ ୧୪ଜଣ ସହରର ଦୁର୍ଦ୍ଧାନ୍ତ ଅପରାଧିଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଛି । ଡକାୟତି ନିମନ୍ତେ ପ୍ରସ୍ତୁତି ହେଉଥିବା ମାମଲାରେ ଗିରଫ ୬ ଅଭିଯୁକ୍ତ ଗୋପବନ୍ଧୁ ନଗର ଶିବ...

4 more sluice gates opened: Flood water continues to be discharged from Hirakud reservoir through 8 sluice gates

ଖୋଲିଲା ଆଉ ୪ ସ୍ଲୁଇସ୍ ଗେଟ୍ : ହିରାକୁଦ ଜଳଭଣ୍ଡାରରୁ ୮ ସ୍ଲୁଇସ୍ ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ଜାରି

 23-08-2025

ସମ୍ବଲପୁର, ୨୩ ଅଗଷ୍ଟ - ଶନିବାର ଅପରାହ୍ନରେ ହିରାକୁଦ ଜଳଭଣ୍ଡାରର ଆଉ ୪ ସ୍ଲୁଇସ୍ ଗେଟ୍ ଖୋଲାଯାଇଛି । ଫଳରେ ମୋଟ୍ ୮ଟି ସ୍ଲୁଇସ୍ ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ଜାରି ରହିଛି । ଜଳଭଣ୍ଡାରର ବାମ ପାଶ୍ୱର୍ ଡାଇକ୍ ର ୫ଟି ଓ ଡାହାଣ ପାଶ୍ୱର୍ ଡାଇକ୍ ର ୩ଟି ସ୍ଲୁଇସ୍ ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ଜାରି ରହିଛି । ଜଳଭଣ୍ଡାରର ଜଳ ଧାରଣ କ୍ଷମତା ୬୩୦ ଫୁଟ୍ ରହିଥ...