- ଅନୁଗୁଳ ଜିଲ୍ଲା ବିଜୁ ଜନତା ଦଳର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ
- ଆଉ ଦେଖିବାକୁ ମିଳୁ ନାହିଁ ହଳ, ବଳଦ
- କେରଳରେ ଲକ୍ଷ୍ୟ କେବଳ ଭୋଟ ପ୍ରତିଶତ ବୃଦ୍ଧି କରିବା ନୁହେଁ, ବିଜେପିର ଜଣେ ମୁଖ୍ୟମନ୍ତ୍ରୀ ହେବ : ଅମିତ ଶାହା
- ପ୍ରଦୂଷଣ ସାର୍ଟିଫିକେଟ ନାମରେ ଗାଡିଚାଳକଙ୍କୁ ଲୁଟ୍ କରିବା ବନ୍ଦ କର : ସିପିଆଇ
- ଆରଡି ବସଷ୍ଟାଣ୍ଡ ନାମ ପରିବର୍ତନକୁ ନେଇ ରାଜଧାନୀରୁ ଶୈବପୀଠ ସବୁଠି ବିରୋଧ
ଭୋଟ ଚୋରି ମାଧ୍ୟମରେ ଗଣତନ୍ତ୍ରକୁ ହତ୍ୟା କରିଛି ବିଜେପି- ରାଜ୍ୟ ମହିଳା କଂଗ୍ରେସ ସଭାନେତ୍ରୀ
13-08-2025
ଜୟପୁର, 13 ଅଗଷ୍ଟ - ଜୟପୁର ସ୍ଥିତ ଜିଲା କଂଗ୍ରେସ ଭବନର ଏକ ସାମ୍ବାଦିକ ସମ୍ମିଳନି ଅନୁଷ୍ଟିତ ହୋଇଛି । କୋରାପୁଟ ଜିଲା ସଭାପତି ଶଶି ଭୁଷଣ ପାତ୍ର ଙ୍କ ଆହ୍ୱାନରେ ଅନୁଷ୍ଟିତ ସାମ୍ବିଦକ ସମ୍ମିଳନିରେ ରାଜ୍ୟ ମହିଳା କଂଗ୍ରେସ ସଭାନେତ୍ରୀ ମିନାକ୍ଷୀ ବାହିନିପତି ଯୋଗ ଦେଇ ବିଜେପି ଭୋଟ ଚୋରି ମାଧ୍ୟମରେ ଗଣତନ୍ତ୍ରକୁ ହତ୍ୟା କରାଯାଇଛି ବୋଲି ଅଭିଯୋଗ କରିଛନ୍ତି । ଅଖିଳ...
ନାରୀଙ୍କ ପାଇଁ ଅସୁରକ୍ଷିତ ହେଉଛି ଓଡ଼ିଶା, କୁମ୍ଭକର୍ଣ୍ଣ ନିଦ୍ରାରେ ସରକାର : ଭକ୍ତ
09-08-2025
କଟକ /ଭୁବନେଶ୍ୱର :- ଦିନକୁ ଦିନ ଓଡ଼ିଶା ଅସୁରକ୍ଷିତ ହେବାରେ ଲାଗିଛି। ମହିଳା ଓ ଛାତ୍ରୀ ମାନଙ୍କ ପାଇଁ ବାହାରକୁ ଯିବା ବି କଷ୍ଟକର ହୋଇପଡ଼ିଲାଣି। ପ୍ରତିଦିନ ନାରୀ ନିର୍ଯାତନାର ଖବର ଆସୁଛି। କିନ୍ତୁ ସରକାର ଓ ପୋଲିସର କାର୍ଯ୍ୟାନୁଷ୍ଠାନ ଶୁନ। ମହିଳା ମାନଙ୍କୁ ସୁରକ୍ଷା ଏବଂ ବଳଙ୍ଗା ପୀଡ଼ିତାଙ୍କ ପରିବାରକୁ ନ୍ୟାୟ ପ୍ରଦାନ ପାଇଁ ସରକାର ଓ ପୋଲିସ ପ୍ରଶାସନକୁ ଚେତ...
ସୋଭନା ମହାନ୍ତି ହେଲେ ମହିଳା କମିଶନର ଅଧ୍ୟକ୍ଷା
05-08-2025
ଭୁବନେଶ୍ୱର, ୦୫ ଅଗଷ୍ଟ :ରାଜ୍ୟ ସରକାର ସୋଭନା ମହାନ୍ତିଙ୍କୁ ମହିଳା କମିଶନର ଅଧ୍ୟକ୍ଷ ଭାବେ ନିଯୁକ୍ତି ଦେଇଛନ୍ତି। ଏନେଇ ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ମଙ୍ଗଳବାର ବିଜ୍ଞପ୍ତି ଜାରି ହୋଇଛି। ବାଲେଶ୍ୱର ଜିଲ୍ଲା ରେମୁଣା ବ୍ଲକ କରଞ୍ଜିଆ ଗାଁର ସୋଭନା ମହାନ୍ତି ଏହି ପଦବିରେ ତିନି ବର୍ଷ ରହିବେ ବୋଲି ବିଜ୍ଞପ୍ତିରେ କୁହାଯାଇଛି। ନିଯୁକ୍ତି ପରେ ସୋଭନ...
ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଚଢ଼ାଉ
05-08-2025
ଜୟପୁର5 ଅଗଷ୍ଟ : କୋରାପୁଟ ଜିଲ୍ଲା ନନ୍ଦପୁର ବ୍ଲକ ବିଇଓ କାର୍ଯ୍ୟାଳୟ, ଜୁନିଅର କ୍ଲକ ସମ୍ବିତ ତ୍ରିପାଠୀ ମୃତ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକଙ୍କ ବକେୟା ଦରମା ପାଇଁ ୧୫,୦୦୦ ଟଙ୍କା ଲାଞ୍ଚ ନେଉଥିବା ସମୟରେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି। ଆଜି ୦୫.୦୮.୨୦୨୫ ରେ, ଜୁନିଅର କ୍ଲକ ସମ୍ବିତ ତ୍ରିପାଠି ଙ୍କୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଗିରଫ କରାଯାଇଛି...