6-hour hartal of BJ in Puri district on August 7, demanding justice for Balanga victims

ବଳଙ୍ଗା ପୀଡିତାଙ୍କୁ ନ୍ୟାୟ ଦାବି ଅଗଷ୍ଟ ୭ରେ ପୁରୀ ଜିଲ୍ଲାରେ ବିଜେଡିର ୬ ଘଣ୍ଟିଆ ହରତାଳ

 04-08-2025

-ପୀଡିତା ପରିବାରର ବୟାନ ବଦଳାଇବା ପାଇଁ ଷଡଯନ୍ତ୍ର -ସନେ୍ଦହ ଘେରରେ ପୋଲିସର ତଦନ୍ତ ପ୍ରକି୍ରୟା -ସତ୍ୟର ଉନ୍ମୋଚନ ନହେବା ପର୍ଯ୍ୟନ୍ତ ଲଢେଇ ଜାରି ରଖିବ ବିଜେଡି (FM News):-- ବଳଙ୍ଗା ପୀଡିତାର ମୃତୁ୍ୟ, ପରବର୍ତ୍ତୀ ଅବସ୍ଥାରେ ପୋଲିସର ବିବୃତ୍ତି ଓ ପୀଡିତା ପରିବାରର ବୟାନ ବଦଳାଇବାକୁ ଚାପ ଘଟଣାକୁ ନେଇ ଆଜି ପୁରୀ ଜିଲ୍ଲା ବିଜୁ ଜନତା ଦଳ, ସରକାର ଓ ଶା...

The Provincial Youth Congress besieged the residence of the Chief Minister and the Deputy Chief Minister demanding justice for the victims of Dibangta Balanga, the victims of FM Autonomous Maha School

ଦିବଗଂତା ବଳଙ୍ଗା ପୀଡ଼ିତା, ଏଫଏମ ସ୍ଵୟଂଶାସିତ ମହା ବିଦ୍ୟାଳୟର ପୀଡ଼ିତା ଓ ଧର୍ମଶାଳା ବିଧାୟକଙ୍କ ଦ୍ୱାରା ଅତ୍ୟାଚାରିତାଙ୍କୁ ନ୍ୟାୟ ଦାବିରେ ପ୍ରଦେଶ ଯୁବ କଂଗ୍ରେସ ପକ୍ଷରୁ ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରାଉ

 04-08-2025

ବିଜେପି ଯୁବମୋର୍ଚ୍ଚା ସଭାପତି ପ୍ରେସମିଟ କରି ଏବିଭିପିକୁ ନିନ୍ଦାକରନ୍ତୁ ଭୁବନେଶ୍ବର ତା. ୪.୮- ଆଜି ପ୍ରଦେଶ ଯୁବ କଂଗ୍ରେସ ସଭାପତି ରଞ୍ଜିତ ପାତ୍ରଙ୍କ ନେତୃତ୍ୱରେ ଦିବଙ୍ଗତା ବଳଙ୍ଗା ପୀଡ଼ିତା, ଏଫଏମ ସ୍ଵୟଂଶାସିତ ମହା ବିଦ୍ୟାଳୟର ପୀଡ଼ିତା ଓ ଧର୍ମଶାଳା ବିଧାୟକଙ୍କ ଦ୍ୱାରା ଅତ୍ୟାଚାରିତାଙ୍କୁ ନ୍ୟାୟ ଦାବିରେ ପ୍ରଦେଶ ଯୁବ କଂଗ୍ରେସ ପକ୍ଷରୁ ମୁଖ୍ୟମନ୍ତ୍ରୀ ଓ...

Balanga and Vograi women's march of Congress on 12th and 14th

କଂଗ୍ରେସର ବଳଙ୍ଗା ଓ ଭୋଗରାଇ ନାରୀ ନ୍ୟାୟ ଯାତ୍ରା ୧୨ ଏବଂ ୧୪ ରେ

 04-08-2025

ଭୁବନେଶ୍ୱର, ତା ୪/୮/୨୫(FM News):- ଗଣମାଧ୍ୟମ ପ୍ରତିନିଧିଙ୍କୁ ଏକ ସ୍ୱତନ୍ତ୍ର ସାକ୍ଷାତକାରରେ ପିସିସି ସଭାପତି ଶ୍ରୀ ଭକ୍ତ ଚରଣ ଦାସ ବାଲେଶ୍ୱର ଏବଂ ବଳଙ୍ଗା ଅପମୃତ୍ୟୁକୁ ନେଇ ସରକାରଙ୍କୁ ସମାଲୋଚନା କରିଥିଲେ । ଭବିଷ୍ୟତରେ କଂଗ୍ରେସ ଦଳ ଏନେଇ ଉକ୍ତ ଦୁଇ ସ୍ଥାନରେ ପଦଯାତ୍ରା କରିବା ସହ ରାଜ୍ୟବ୍ୟାପୀ ଥାନା ଘେରାଉ କାର୍ଯ୍ୟକ୍ରମ କରିବ ବୋଲି ସୂଚନା ଦେଇଥି...

From today, the hanging Yatra in the temple area: The moving idol of Mahaprabhu will be hung on the hanging arches in the temples and monasteries.

ଆଜିଠୁ ଶ୍ରୀକ୍ଷେତ୍ରରେ ଝୁଲଣ ଯାତ୍ରା : ଶ୍ରୀମନ୍ଦିର ଓ ମଠ ମନ୍ଦିରରେ ଝୁଲଣ କୁଞ୍ଜରେ ଝୁଲିବେ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା

 04-08-2025

ପୁରୀ, ୪ ଅଗଷ୍ଟ - ଆଜି ଶ୍ରାବଣ ମାସ ଶୁକ୍ଳ ପକ୍ଷ ଦଶମୀ ତିଥିରେ ଶ୍ରୀମନ୍ଦିର ତଥା ଶ୍ରୀକ୍ଷେତ୍ରରେ ରହିଥିବା ବିଭିନ୍ନ ମଠ ମନ୍ଦିର ମାନଙ୍କରେ ମହାପ୍ରଭୁଙ୍କ ଝୁଲଣ ଯାତ୍ରା ଆରମ୍ଭ ହେବ । ଏହା ପ୍ରତିପଦ ଯାଏ ୭ ଦିନ ଧରି ଅନୁଷ୍ଠିତ ହେବ । ମଠ ମନ୍ଦିରରେ ଝୁଲଣ କୁଞ୍ଜରେ ଝୁଲିବେ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା । ସେହିପରି ଶ୍ରୀମନ୍ଦିରରେ ମଧ୍ୟ ଏନେଇ ସ୍ୱତନ୍ତ୍ର ନୀତ...