- ଅନୁଗୁଳ ଜିଲ୍ଲା ବିଜୁ ଜନତା ଦଳର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ
- ଆଉ ଦେଖିବାକୁ ମିଳୁ ନାହିଁ ହଳ, ବଳଦ
- କେରଳରେ ଲକ୍ଷ୍ୟ କେବଳ ଭୋଟ ପ୍ରତିଶତ ବୃଦ୍ଧି କରିବା ନୁହେଁ, ବିଜେପିର ଜଣେ ମୁଖ୍ୟମନ୍ତ୍ରୀ ହେବ : ଅମିତ ଶାହା
- ପ୍ରଦୂଷଣ ସାର୍ଟିଫିକେଟ ନାମରେ ଗାଡିଚାଳକଙ୍କୁ ଲୁଟ୍ କରିବା ବନ୍ଦ କର : ସିପିଆଇ
- ଆରଡି ବସଷ୍ଟାଣ୍ଡ ନାମ ପରିବର୍ତନକୁ ନେଇ ରାଜଧାନୀରୁ ଶୈବପୀଠ ସବୁଠି ବିରୋଧ
ଆଜି ଶ୍ରାବଣ ଶେଷ ସୋମବାର, ଚାରିଆଡ ଶିବମୟ
04-08-2025
ଭୁବନେଶ୍ୱର, 4 ଅଗଷ୍ଟ - ଆଜି ଶ୍ରାବଣ ମାସର ଶେଷ ସୋମବାର । ଏଥିପାଇଁ ଶିବ ମନ୍ଦିରଗୁଡିକରେ ପ୍ରବଳ ଭିଡ ଜମିଛି । କାଉଡିଆମାନେ ଶେଷ ସୋମବାରରେ ଜଳାଭିଷେକ ପାଇଁ ଶିବ ମନ୍ଦିରରେ ଭିଡ ଜମାଇଛନ୍ତି । ଧବଳେଶ୍ବରରୁ ଲୋକନାଥ, ଆରଡ଼ିରୁ ଲଡ଼ୁବାବା ସବୁଠି କାଉଡିଆଙ୍କ ଲମ୍ବା ଲାଇନ୍। ବୋଲ୍ ବମ୍ ହର୍ ହର୍ ବମ୍ ଧ୍ୱନିରେ ପ୍ରକମ୍ପିତ ହେଉଛି ଶୈବପୀଠ। ରାଜ୍ୟର ବିଭିନ୍ନ ଶୈବପୀଠ...
ବଳଙ୍ଗା ପୋଡ଼ି ଘଟଣାକ୍ରମ: ଦାୟୀ କିଏ?
03-08-2025
୧୯ ଜୁଲାଇ, ଶନିବାର : ନିମାପଡ଼ା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ବଳଙ୍ଗା ଥାନା ବାୟାବର ଗ୍ରାମର ଝିଅପିଲାଟିକୁ କିରାସିନି ଲଗାଇ ତାଙ୍କୁ ଜାଳିଦେବାକୁ ଉଦ୍ୟମ; ଅର୍ଦ୍ଧଦଗ୍ଧ ଅବସ୍ଥାରେ ଉଦ୍ଧାର ଓ ଭୁବନେଶ୍ବର ଏମ୍ସରେ ଭର୍ତ୍ତି। ୧୯ ଜୁଲାଇ, ଶନିବାର : ସନ୍ଧ୍ୟାରେ ଏମ୍ସରେ ଭୁବନେଶ୍ବର ସବ୍ଡିଭିଜନାଲ ମାଜିଷ୍ଟ୍ରେଟ ମନୋରଂଜନ ସାହୁ ତଥା ପୀଡ଼ିତାଙ୍...
ବଳଙ୍ଗା ନାବାଳିକା ପୋଡ଼ି ଘଟଣାରେ ଅପରାଧୀଙ୍କୁ କ୍ଲିନଚିଟ୍ ରାଜ୍ୟ ବିଜେପି ସରକାରଙ୍କୁ ମହାଙ୍ଗା ପଡ଼ିବ :- ଅଳକା ଲାମ୍ବା
03-08-2025
ଦିଲ୍ଲୀ/ ଭୁବନେଶ୍ୱର : ଓଡ଼ିଶାର ପୁରୀ ଜିଲ୍ଲା ବଳଙ୍ଗାରେ ଜଣେ ୧୫ ବର୍ଷୀୟା ନାବାଳିକାକୁ ତିନି ଜଣ ଦୁବୃର୍ତ୍ତ ଅପହରଣ କରି ଜୀବନ୍ତ ପୋଡ଼ିଦେଲେ । ପୁରୀରୁ ଭୁବନେଶ୍ୱର ଏମ୍ସ ଓ ପରେ ଦିଲ୍ଲୀ ଏମ୍ସ ଅଣା ଯାଇଥିଲା ତା ଜୀବନ ବଞ୍ଚାଇବା ପାଇଁ। କିନ୍ତୁ ଗତକାଲି ରାତିରେ ଦିଲ୍ଲୀ ଏମ୍ସରେ ପୀଡିତା ନାବାଳିକା ଶେଷ ନିଶ୍ବାସ ତ୍ୟାଗ କରିଛି । ଜୁଲାଇ ୧୯ ତାରିଖ ଘଟଣା ଦିନରୁ...
ବିବାଦୀୟ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ଇସ୍ତଫା ଦାବୀ କଲା କଂଗ୍ରେସ
02-08-2025
ସଦସ୍ୟତା କେବେ ରଦ୍ଦ କରିବ ନିର୍ବାଚନ ଆୟୋଗ ? ଭୁବନେଶ୍ୱର : ୨୦୨୪ ସାଧାରଣ ନିର୍ବାଚନରେ ମିଥ୍ୟା ସତ୍ୟପାଠ ଦାଖଲ କରିଥିବାରୁ ରାଜ୍ୟ ଖାଦ୍ୟ ଯୋଗାଣ ଏବଂ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଇସ୍ତଫା ଦିଅନ୍ତୁ ବୋଲି ପ୍ରଦେଶ କଂଗ୍ରେସ କମିଟି ଦାବି କରିଛି। ଶନିବାର ପୂର୍ବାହ୍ନରେ କଂଗ୍ରେସ ଭବନଠାରେ ମିଡ଼ିଆ ସେଲ ଅଧ୍ୟକ୍ଷ ଅରବିନ୍ଦ ଦାସଙ୍କ ସଂଯୋଜନାର...