- ଅନୁଗୁଳ ଜିଲ୍ଲା ବିଜୁ ଜନତା ଦଳର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ
- ଆଉ ଦେଖିବାକୁ ମିଳୁ ନାହିଁ ହଳ, ବଳଦ
- କେରଳରେ ଲକ୍ଷ୍ୟ କେବଳ ଭୋଟ ପ୍ରତିଶତ ବୃଦ୍ଧି କରିବା ନୁହେଁ, ବିଜେପିର ଜଣେ ମୁଖ୍ୟମନ୍ତ୍ରୀ ହେବ : ଅମିତ ଶାହା
- ପ୍ରଦୂଷଣ ସାର୍ଟିଫିକେଟ ନାମରେ ଗାଡିଚାଳକଙ୍କୁ ଲୁଟ୍ କରିବା ବନ୍ଦ କର : ସିପିଆଇ
- ଆରଡି ବସଷ୍ଟାଣ୍ଡ ନାମ ପରିବର୍ତନକୁ ନେଇ ରାଜଧାନୀରୁ ଶୈବପୀଠ ସବୁଠି ବିରୋଧ
କଟକସ୍ଥିତ ଶିଶୁ ଭବନ ଡାକ୍ତରଖାନା ଉନ୍ନୟନ କାର୍ଯ୍ୟରେ ବ୍ୟାପକ ହରିଲୁଟର ଅଭିଯୋଗ କଲା ଯୁବ କଂଗ୍ରେସ
29-06-2025
(FM News):-- କଟକସ୍ଥିତ ଶିଶୁ ଭବନ ସରକାରୀ ଡାକ୍ତରଖାନା ଯାହାକି ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ ପୋଷ୍ଟ ଗ୍ରାଜୁଏଟ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ପେଡିଆଟ୍ରିକ୍ସ ଅଟେ ଏବଂ ଯାହାକି ଶିଶୁମାନଙ୍କ ପାଇଁ ଓଡ଼ିଶାର ସବୁଠାରୁ ବଡ଼ ଡାକ୍ତରଖାନା । ଏହି ଡାକ୍ତରଖାନାର ଉନ୍ନତିକରଣରେ ବହୁ ଅର୍ଥ ହରିଲୁଟ୍ ହୋଇଛି ବୋଲି ପ୍ରଦେଶ ଯୁବ କଂଗ୍ରେସ ସାଧାରଣ ସମ୍ପାଦକ ସୁଦିପ ସା...
ଆଦାନୀଙ୍କ ପାଇଁ ଗତକାଲି ରଥ ଟଣା ବନ୍ଦ ହେବା ପ୍ରସଙ୍ଗକୁ ନେଇ ଛାତ୍ର କଂଗ୍ରେସର ଆନ୍ଦୋଳନ
28-06-2025
(FM News):- ଗତକାଲି ଜଗନ୍ନାଥ ଧାମ ପୁରୀ ଠାରେ ବିଶ୍ବ ପ୍ରସିଦ୍ଧ ପବିତ୍ର ରଥଯାତ୍ରାରେ ପ୍ରଶାସନ ତରଫରୁ ଅବ୍ୟବସ୍ଥା ଏବଂ ଶିଳ୍ପପତି ଗୌତମ ଆଦାନୀଙ୍କ ପାଇଁ ମହାପ୍ରଭୁ ଜଗନ୍ନାଥଙ୍କ ରଥ ନନ୍ଦିଘୋଷ ରଥକୁ ଜାଣିଶୁଣି ପ୍ରଶାସନ ଦ୍ବାରା ଅଟକି ରଖାଯିବା ଘଟଣା ଅତ୍ୟନ୍ତ ଦୁଃଖ ଓ ନିନ୍ଦନୀୟ ଘଟଣା। ଇତିହାସରେ ପ୍ରଥମ ଥର ପାଇଁ ଏଭଳି ଘଟଣା ଘଟିଛି । ୫୩ ବର୍ଷ ପରେ ସଂଯୋଗ ଜୁ...
ଆଦାନୀଙ୍କ ପାଇଁ ଅଟକିଲା ରଥଟଣା : ନିଳାଦ୍ରୀ ବିଜେ ପରେ ୧୦ ଦିନ ମଧ୍ୟରେ ଜିଲ୍ଲା ଦୌରାଜ କରନ୍ତୁ ତଦନ୍ତ- ପ୍ରସାଦ ହରିଚନ୍ଦନ-କଂଗ୍ରେସ
28-06-2025
(FM News):--୫୩ ବର୍ଷ ପରେ ସଂଯୋଗ ଜୁଟିଥିଲା । ଏକା ଦିନରେ ଗତକାଲି ନବ ଯୌବନ ଦର୍ଶନ, ନେତ୍ର ଉତ୍ସବ ଓ ଶ୍ରୀ ଗୁଣ୍ଡିଚା ଯାତ୍ରା ପଡ଼ିଥିଲା । ଗତକାଲି କାଦୁଆ ଗୁଣ୍ଡିଚା-ପାଗ ମଧ୍ୟ ଭଲଥିଲା । ପ୍ରଶାସନ ପକ୍ଷରୁ ସବୁ ସ୍ୱାଭାବିକ ହେବ ବୋଲି କୁହାଯାଇଥିଲା । ସମସ୍ତେ ଆଶ୍ୱସ୍ତ ଥିଲେ । କିନ୍ତୁ ଅଭାବନୀୟ ଅଘଟଣ ଓ ବିଘଟଣ ଆମ ସମସ୍ତଙ୍କୁ ଗଭୀର ମର୍ମାହିତ କରିଛି ।...
ଆଗାମୀ ୨୪ ଘଂଟା ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ, ପବନ ଓ ଭୀଷଣରୁ ଅତି ଭୀଷଣ ବର୍ଷା ନେଇ ମୟୂରଭଞ୍ଜ, କେନ୍ଦୁଝର ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ
28-06-2025
ଭୁବନେଶ୍ୱର, ୨୮ ଜୁନ୍ :ଆଗାମୀ ୭ ଦିନ ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ, ପବନ, କେତେକ ସ୍ଥାନରେ ଭୀଷଣ ବର୍ଷା ଓ କେତେକ ସ୍ଥାନରେ ଭୀଷଣରୁ ଅତି ଭୀଷଣ ବର୍ଷା ନେଇ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ଆଗାମୀ ୨୪ ଘଂଟା ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ, ପବନ ଓ ଭୀଷଣରୁ ଅତି ଭୀଷଣ ବର୍ଷା ନେଇ ୨ ଜିଲ୍ଲା(ମୟୂରଭଞ୍ଜ, କେନ୍ଦୁଝର)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହ...