Puri Rath Yatra protest: Congress demands resignation of Chief Minister and Law Minister

ପୁରୀ ରଥ ଯାତ୍ରା ଦଳା ଚକଟା : ମୁଖ୍ୟମନ୍ତ୍ରୀ ଓ ଆଇନମନ୍ତ୍ରୀଙ୍କ ଇସ୍ଥଫା ଦାବି କଲା କଂଗ୍ରେସ

 29-06-2025

ମୃତକଙ୍କ ପରିବାରକୁ ୫୦ ଲକ୍ଷ ଏବଂ ଗୁରୁତର ଭାବେ ଆହତ ହୋଇଥିବା ବ୍ୟକ୍ତି ମାନଙ୍କୁ ୨୫ ଲକ୍ଷ ଟଙ୍କା ଦାବି (FM News):-- ପିସିସି ସଭାପତି ଭକ୍ତ ଚରଣ ଦାସଙ୍କ ଦ୍ଵାରା ଗଠିତ ପିସିସି ଟିମ୍ ଆଜି ପୁରୀ ଗସ୍ତ କରିଥିଲେ।ପୂର୍ବତନ ପିସିସି ସଭାପତି ପ୍ରସାଦ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ଗଠିତ କମିଟି ରେ ପୂର୍ବତନ ମନ୍ତ୍ରୀ ଜଗନ୍ନାଥ ପଟ୍ଟନାୟକ,ପିସିସି ଉପସଭା...

Youth Congress alleges widespread looting in development work of Sishu Bhawan Hospital in Cuttack

କଟକସ୍ଥିତ ଶିଶୁ ଭବନ ଡାକ୍ତରଖାନା ଉନ୍ନୟନ କାର୍ଯ୍ୟରେ ବ୍ୟାପକ ହରିଲୁଟର ଅଭିଯୋଗ କଲା ଯୁବ କଂଗ୍ରେସ

 29-06-2025

(FM News):-- କଟକସ୍ଥିତ ଶିଶୁ ଭବନ ସରକାରୀ ଡାକ୍ତରଖାନା ଯାହାକି ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ ପୋଷ୍ଟ ଗ୍ରାଜୁଏଟ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ପେଡିଆଟ୍ରିକ୍ସ ଅଟେ ଏବଂ ଯାହାକି ଶିଶୁମାନଙ୍କ ପାଇଁ ଓଡ଼ିଶାର ସବୁଠାରୁ ବଡ଼ ଡାକ୍ତରଖାନା । ଏହି ଡାକ୍ତରଖାନାର ଉନ୍ନତିକରଣରେ ବହୁ ଅର୍ଥ ହରିଲୁଟ୍ ହୋଇଛି ବୋଲି ପ୍ରଦେଶ ଯୁବ କଂଗ୍ରେସ ସାଧାରଣ ସମ୍ପାଦକ ସୁଦିପ ସା...

Student Congress protests against the issue of the suspension of Rath towing for Adani yesterday

ଆଦାନୀଙ୍କ ପାଇଁ ଗତକାଲି ରଥ ଟଣା ବନ୍ଦ ହେବା ପ୍ରସଙ୍ଗକୁ ନେଇ ଛାତ୍ର କଂଗ୍ରେସର ଆନ୍ଦୋଳନ

 28-06-2025

(FM News):- ଗତକାଲି ଜଗନ୍ନାଥ ଧାମ ପୁରୀ ଠାରେ ବିଶ୍ବ ପ୍ରସିଦ୍ଧ ପବିତ୍ର ରଥଯାତ୍ରାରେ ପ୍ରଶାସନ ତରଫରୁ ଅବ୍ୟବସ୍ଥା ଏବଂ ଶିଳ୍ପପତି ଗୌତମ ଆଦାନୀଙ୍କ ପାଇଁ ମହାପ୍ରଭୁ ଜଗନ୍ନାଥଙ୍କ ରଥ ନନ୍ଦିଘୋଷ ରଥକୁ ଜାଣିଶୁଣି ପ୍ରଶାସନ ଦ୍ବାରା ଅଟକି ରଖାଯିବା ଘଟଣା ଅତ୍ୟନ୍ତ ଦୁଃଖ ଓ ନିନ୍ଦନୀୟ ଘଟଣା। ଇତିହାସରେ ପ୍ରଥମ ଥର ପାଇଁ ଏଭଳି ଘଟଣା ଘଟିଛି । ୫୩ ବର୍ଷ ପରେ ସଂଯୋଗ ଜୁ...

The train stopped for Adani: After Niladri BJ, the district administration should conduct an investigation within 10 days- Prasad Harichandan-Congress

ଆଦାନୀଙ୍କ ପାଇଁ ଅଟକିଲା ରଥଟଣା : ନିଳାଦ୍ରୀ ବିଜେ ପରେ ୧୦ ଦିନ ମଧ୍ୟରେ ଜିଲ୍ଲା ଦୌରାଜ କରନ୍ତୁ ତଦନ୍ତ- ପ୍ରସାଦ ହରିଚନ୍ଦନ-କଂଗ୍ରେସ

 28-06-2025

(FM News):--୫୩ ବର୍ଷ ପରେ ସଂଯୋଗ ଜୁଟିଥିଲା । ଏକା ଦିନରେ ଗତକାଲି ନବ ଯୌବନ ଦର୍ଶନ, ନେତ୍ର ଉତ୍ସବ ଓ ଶ୍ରୀ ଗୁଣ୍ଡିଚା ଯାତ୍ରା ପଡ଼ିଥିଲା । ଗତକାଲି କାଦୁଆ ଗୁଣ୍ଡିଚା-ପାଗ ମଧ୍ୟ ଭଲଥିଲା । ପ୍ରଶାସନ ପକ୍ଷରୁ ସବୁ ସ୍ୱାଭାବିକ ହେବ ବୋଲି କୁହାଯାଇଥିଲା । ସମସ୍ତେ ଆଶ୍ୱସ୍ତ ଥିଲେ । କିନ୍ତୁ ଅଭାବନୀୟ ଅଘଟଣ ଓ ବିଘଟଣ ଆମ ସମସ୍ତଙ୍କୁ ଗଭୀର ମର୍ମାହିତ କରିଛି ।...