- ଆଜି ସନ୍ଧ୍ୟାରେ ବସିବ ବିଜେଡିର ପିଏସି ବୈଠକ
- ଦୁର୍ନୀତିରେ ପୂର୍ବ ସରକାରକୁ ବର୍ତ୍ତମାନ ସରକାର ଟପିଗଲେଣି- ଅଶୋକ ଦାସ
- ଜାତୀୟ ସବ୍ ଜୁନିୟର ଭଲିବଲ୍ ଚାମ୍ପିୟନସିପ୍ରେ ଟିଏସ୍ଏଫ୍ର ୬ ଖେଳାଳି ସାମିଲ
- ସମାଜସେବୀ କିମ୍ବା ଦଳର ଜଣେ ବରିଷ୍ଠ ନେତା କଂଗ୍ରେସର ରାଜ୍ୟସଭା ପ୍ରାର୍ଥି ହୋଇପାରନ୍ତି- ରାମଚନ୍ଦ୍ର କାଡ଼ାମ
- ବଦଳିବ ଜିଡିପି ମାପର ତରିକା, ଫେବୃୟାରୀ 27ରେ ଆସିବ ତୃତୀୟ ତ୍ରୈମାସିକ ସଂଖ୍ୟା
ରାଜ୍ୟରେ ଚାଷୀଙ୍କ ସମସ୍ୟା ଅସହ୍ୟ: ପିସିସି ସଭାପତି ଚାଷୀ ନେତାଙ୍କ ସହ କଲେ ଆଲୋଚନା
11-06-2025
ତୁରନ୍ତ କ୍ଷତିଗସ୍ତ ଚାଷୀଙ୍କୁ ଉପଯୁକ୍ତ ସହାୟତା ଯୋଗାଇ ଦିଆଯାଉ ଭୁବନେଶ୍ୱର(FM News):- ରାଜ୍ୟରେ ଚାଷୀଙ୍କ ଅବସ୍ଥା ଅତି ସୋଚନୀୟ ସେମାନଙ୍କର ଦୁର୍ଦ୍ଦଶା ଦିନକୁ ଦିନ ବଢ଼ି ଚାଲିଛି । ଗୋଟିଏ ପଟେ ସରକାର ସଫଳତାର କଥା କହୁଥିବା ବେଳେ ନବରଙ୍ଗପୁର ଜିଲ୍ଲା ରାଇଘର ବ୍ଲକର ୩୪୪ ଜଣ ଚାଷୀ ଗତ ଖରିଫର ୧୫ ହଜାର କ୍ୟୁଣ୍ଟାଲ ଧାନ ବିକ୍ରୀ ପ୍ରାୟ ସାଢ଼େ ୪ କୋଟି ଟଙ୍କା...
ସ୍କୁଲ ଓ ଉଚ୍ଚଶିକ୍ଷାରେ ଭାରତୀୟ ଭାଷାରେ ଶିକ୍ଷାକୁ ପ୍ରୋତ୍ସାହନ ଆମର ପ୍ରତିବଦ୍ଧତା - ଧର୍ମେନ୍ଦ୍ର ପ୍ରଧାନ
07-06-2025
କେନ୍ଦ୍ରମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଶିକ୍ଷା ମନ୍ତ୍ରଣାଳୟର ସଂସଦର ପରାମର୍ଶଦାତା କମିଟିର ଦ୍ୱିତୀୟ ବୈଠକ ଇନ୍ଦୋର /ଭୁବନେଶ୍ୱର : କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟପ୍ରଦେଶର ଇନ୍ଦୋର ଗସ୍ତରେ ଥିବା ବେଳେ ଆଜି ସେଠାରେ ଶିକ୍ଷା ମନ୍ତ୍ରଣାଳୟ ସହ ସମ୍ବୋଧିତ ସଂସଦର ପରାମର୍ଶଦାତା ସମିତିର ଦ୍ୱିତୀୟ ବୈଠକରେ ଅଧ୍ୟକ୍ଷତା କରିଛନ୍ତି । ଏହି ବୈଠକରେ...
୧ ବର୍ଷର ରିପୋର୍ଟ କାର୍ଡ ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା
07-06-2025
ନିମାପଡ଼ା/ଭୁବନେଶ୍ୱର :-ଉତ୍କର୍ଷ ନିମାପଡ଼ା ସମ୍ମିଳନୀର ଦ୍ୱିତୀୟ ଅଧିବେଶନରେ ବର୍ଷକର କାମ ବାବଦରେ ରିପୋର୍ଟ କାର୍ଡ ପ୍ରଦାନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ତଥା ନିମାପଡ଼ା ବିଧାୟିକା ପ୍ରଭାତୀ ପରିଡ଼ା। ସେ ଏହି ଅବସରରେ କହିଛନ୍ତି, ଦେଶ ବିଦେଶରେ ଓଡ଼ିଶାର ପ୍ରଥମ ମହିଳା ଉପମୁଖ୍ୟମନ୍ତ୍ରୀ ଭାବେ ମିଳୁଥିବା ସମ୍ମାନ ନିମାପଡ଼ା-ଗୋପବାସୀଙ୍କର ସମ୍ମାନ। ଗତ...
୭ଟି ବିଭାଗର ୧୨୯୪ ଜଣଙ୍କୁ ନିଯୁକ୍ତିପତ୍ର
07-06-2025
ଭୁବନେଶ୍ୱର :- ଯୁବଶକ୍ତିଙ୍କୁ ନିଯୁକ୍ତି ଦେବା ଓ ସେମାନଙ୍କ ପାଇଁ ନିଯୁକ୍ତି ସୁଯୋଗ ସୃଷ୍ଟି କରିବା ବର୍ତ୍ତମାନ ରାଜ୍ୟ ସରକାରଙ୍କ ପ୍ରମୁଖ ଆଭିମୁଖ୍ୟ । ସେହି କ୍ରମରେ ଏକକାଳୀନ ୧୨ ଶହ ୯୪ ଜଣ ଯୁବକଯୁବତୀଙ୍କୁ ସରକାରୀ ଚାକିରିର ନିଯୁକ୍ତି ପତ୍ର ପ୍ରଦାନ କରାଯିବ । ଏହା ଆଧୁନିକ ଓଡିଶା ଇତିହାସର ଏକ ସ୍ମରଣୀୟ ଦିନ ହୋଇ ରହିବ । ୨୦୩୬ ସୁଦ୍ଧା ବିକଶିତ ଓଡ଼ିଶା ଲକ...