- ଆଜି ସନ୍ଧ୍ୟାରେ ବସିବ ବିଜେଡିର ପିଏସି ବୈଠକ
- ଦୁର୍ନୀତିରେ ପୂର୍ବ ସରକାରକୁ ବର୍ତ୍ତମାନ ସରକାର ଟପିଗଲେଣି- ଅଶୋକ ଦାସ
- ଜାତୀୟ ସବ୍ ଜୁନିୟର ଭଲିବଲ୍ ଚାମ୍ପିୟନସିପ୍ରେ ଟିଏସ୍ଏଫ୍ର ୬ ଖେଳାଳି ସାମିଲ
- ସମାଜସେବୀ କିମ୍ବା ଦଳର ଜଣେ ବରିଷ୍ଠ ନେତା କଂଗ୍ରେସର ରାଜ୍ୟସଭା ପ୍ରାର୍ଥି ହୋଇପାରନ୍ତି- ରାମଚନ୍ଦ୍ର କାଡ଼ାମ
- ବଦଳିବ ଜିଡିପି ମାପର ତରିକା, ଫେବୃୟାରୀ 27ରେ ଆସିବ ତୃତୀୟ ତ୍ରୈମାସିକ ସଂଖ୍ୟା
ଅନୁଗୁଳ ଓ ଝାରସୁଗୁଡ଼ା ଜିଲ୍ଲାରେ ପ୍ରବଳ ଶୀତ ଲହରି ଅନୁଭୂତ
10-01-2026
ଭୁବନେଶ୍ୱର, ୧୦ ଜାନୁଆରୀ - ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ଅନୁଗୁଳ ଓ ଝାରସୁଗୁଡ଼ା ଜିଲ୍ଲାରେ ପ୍ରବଳ ଶୀତ ଲହରି ଅନୁଭୂତ ହୋଇଛି । ସେହିପରି କଟକ, ଖୋର୍ଦ୍ଧା, ଜଗତସିଂହପୁରରେ ଶୀତ ଲହରି ଅନୁଭୂତ ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶନିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।...
କଳିଙ୍ଗ ଷ୍ଟୁଡିଓ ଛକରେ ଜଳିଗଲା ଆମ ବସ
10-01-2026
ଭୁବନେଶ୍ୱର, 10 ଜାନୁଆରି - ଜଳିଗଲା ଆମ ବସ୍ । ସକାଳୁ ସକାଳୁ ଆମ ବସରେ ଅଗ୍ନିକାଣ୍ଡ ଘଟିଛି । କଳିଙ୍ଗ ଷ୍ଟୁଡିଓ ଛକରେ ଜଳିଗଲା ଆମ ବସ I ବସ ଯାଉଥିବା ବେଳେ ହଠାତ ଧୂଆଁ ବାହାରିଥିଲା l ତୁରନ୍ତ ଗାଡ଼ିରେ ବସିଥିବା ସମସ୍ତ ଯାତ୍ରୀ ଗାଡ଼ିରୁ ବାହାରି ଆସିବା ପରେ ହୁ ହୁ ହୋଇ ଜଳିଗଲା ଆମ ବସ ।ସଙ୍ଗେ ସଙ୍ଗେ ତମାଣ୍ଡ ଅଗ୍ନିଶମ ବାହିନୀ ଘଟଣା ସ୍ଥଳରେ ପହଂଚି ନିଆଁକୁ ଆୟତ...
ସମ୍ବଲପୁରକୁ ମିଳିବ ୫୦ଟି ନୂଆ ଇ-ବସ୍ : ମୁଖ୍ୟମନ୍ତ୍ରୀଙ୍କ ଦ୍ଵାରା ୨୫ଟି ଇ-ବସ୍ ସେବାର ଶୁଭାରମ୍ଭ
10-01-2026
ସମ୍ବଲପୁର, ୧୦ ଜାନୁଆରୀ- ଉଦଘାଟନ ହେଲା ଅତ୍ୟାଧୁନିକ ବସ ଟର୍ମିନାଲ l ବସ୍ ଟର୍ମିନାଲ ଓ ବସ୍ ରକ୍ଷଣାବେକ୍ଷଣ ପାଇଁ ୨୩୮.୧୪ କୋଟି ମଞ୍ଜୁର l ସମ୍ବଲପୁର ବାସୀଙ୍କ ଗମନାଗମନକୁ ସୁଗମ ଏବଂ ସୁବ୍ୟବସ୍ଥିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ୨୫ଟି ନୂଆ ଇ-ବସ୍ର ଶୁଭାରମ୍ଭ କରିବା ସହିତ ଚଳିତ ମାସ ଶେଷ ସୁଦ୍ଧା ଆଉ ୨୫ଟି ଇ-ବସ୍ର ବ୍ୟବସ୍ଥା କ...
ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ଅନ୍ତର୍ଗତ ଉପହାର ସାମଗ୍ରୀ ଯୋଗାଇବା ପାଇଁ ଉତ୍କଳିକାର ବୁଝାମଣାପତ୍ର ସ୍ୱାକ୍ଷରିତ
08-01-2026
ଭୁବନେଶ୍ୱର, ୦୮ ଜାନୁୟାରୀ - ମହିଳା ଓ ଶିଶୁ ବିକାଶ ବିଭାଗ ଆନୁକୂଲ୍ୟରେ ଉପ-ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡାଙ୍କ ଉପସ୍ଥିତିରେ ବିଭାଗୀୟ ସମ୍ମିଳନୀ କକ୍ଷରେ ବହୁ ପ୍ରତିକ୍ଷିତ ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ଅନ୍ତର୍ଗତ ଉପହାର ସାମଗ୍ରୀ ଯୋଗାଇବା ପାଇଁ ମହିଳା ଓ ଶିଶୁ ବିକାଶ ବିଭାଗ ଏବଂ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଅଧୀନସ୍ଥ ଉତ୍କଳିକା,ଓଡ଼ି...