ମୁଖ୍ୟମନ୍ତ୍ରୀଙ୍କ ବୌଦ୍ଧ ଗସ୍ତ, କଲେ ଜିଲ୍ଲା ପ୍ରଶାସନ କାର୍ଯ୍ୟକାରିତାର ସମୀକ୍ଷା

ମୁଖ୍ୟମନ୍ତ୍ରୀଙ୍କ ବୌଦ୍ଧ ଗସ୍ତ, କଲେ ଜିଲ୍ଲା ପ୍ରଶାସନ କାର୍ଯ୍ୟକାରିତାର ସମୀକ୍ଷା

 18-05-2025

ଭୁବନେଶ୍ୱର, 18 ମେ : ଜିଲ୍ଲାରେ ପ୍ରକଳ୍ପ ଗୁଡ଼ିକର ଅଗ୍ରଗତିରେ ସନ୍ତୋଷ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ପ୍ରକଳ୍ପ ଗୁଡ଼ିକୁ ଅଧିକ ତ୍ୱରାନ୍ୱିତ ଗତିରେ କାର୍ଯ୍ୟକାରୀ କରିବାକୁ ଅଧିକାରୀ ମାନଙ୍କୁ ପରାମର୍ଶ ଦେଲେ ମୁଖ୍ୟମନ୍ତ୍ରୀ - ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ବୌଦ୍ଧ ଜିଲ୍ଲା ଗସ୍ତ କରି ଜିଲ୍ଲାପାଳଙ୍କ ସଦଭାବନା ସଭାଗୃହ ଠାରେ ଜିଲ୍ଲା ପ୍ରଶାସନର ସମସ୍ତ ଉ...

Kala Baisakhi to hit parts of the state in three days: Orange warning issued for 11 districts, Yellow warning issued for 19 districts

ଆଗାମୀ ତିନି ଦିନ ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ କାଳବୈଶାଖୀ : ୧୧ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

 17-05-2025

ଭୁବନେଶ୍ୱର : ଆଗାମୀ ୪ ଦିନ ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ କାଳବୈଶାଖୀର ପ୍ରଭାବ ପରିଲକ୍ଷିତ ହେବ । ଏନେଇ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ କେତେକ ଜିଲ୍ଲାକୁ ଚେତାବନୀ ଜାରି ହୋଇଛି । ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ଆଗାମୀ ୨୪ ଘଂଟା ପାଇଁ ୧୧ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଅରେଞ୍ଜ ୱ...

Car crashes into tree: 3 dead, one seriously injured

ଗଛରେ ପିଟିଲା କାର : ୩ ମୃତ, ଜଣେ ଗୁରୁତର

 17-05-2025

ଜୟପୁର :- କୋରାପୁଟ ଜିଲ୍ଲା ବୈପାରୀଗୁଡାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୈପାରୀଗୁଡା ଥାନା ଅନ୍ତର୍ଗତ ୩୨୬ ନମ୍ୱର ଜାତୀୟ ରାଜପଥ ଗୌଡ଼ଗୁଡା ଛକରେ ଗଛରେ ପିଟିଲା କାର। ଘଟଣାସ୍ଥଳରେ ୩ ମୃତ, ଜଣେ ମହିଳା ଗୁରୁତର। ଗୁରୁତରଙ୍କୁ ଜୟପୁର ମେଡିକାକୁ ସ୍ଥାନାନ୍ତରିତ କରାଯାଇଛି l ନୟାଗଡ଼ର ସୁଧୀପ୍ତ କୁମାର ସିଂ ସାମନ୍ତଙ୍କ ପରିବାର ଲୋକେ ନୟାଗଡ଼ ଠାରୁ ମାଲକାନଗିରି ଯାଉ...

Chief Minister joins Sindoor Yatra

ସିନ୍ଦୂର ଯାତ୍ରାରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

 17-05-2025

ଭୁବନେଶ୍ୱର:-ଅପରେସନ ସିନ୍ଦୁରର ସଫଳତା ପାଳନ ଅବସରରେ ଭୁବନେଶ୍ୱରର ମାଷ୍ଟରକ୍ୟାଂଟିନ ଠାରେ ଆୟୋଜିତ ସିନ୍ଦୂର ଯାତ୍ରାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ଅପରେସନ ସିନ୍ଦୂର କେବଳ ଏକ ନାମ ନୁହେଁ, ଭାରତୀୟ ସେନାର ସାହସ ଓ ନାରୀ ସମ୍ମାନର ଏହା ଏକ ଅଭିନବ ସମାହାର। ଆମର ବୀର ଯବାନମାନଙ୍କୁ ଏହି ପଦଯାତ୍ରା ଦ୍ୱାରା ଆମେ ସ୍ମରଣ କରୁଛୁ ବୋଲି କହିଥିଲେ।...