Chief Minister pays tribute to Utkal Gaurav Madhusudan Das

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ମୁଖ୍ୟମନ୍ତ୍ରୀ

 28-04-2025

ଭୁବନେଶ୍ୱର, 28 ଏପ୍ରିଲ୍ - ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସ୍ବତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ଅଗ୍ରଗଣ୍ୟ ବ୍ୟକ୍ତିତ୍ୱ ତଥା ଆଧୁନିକ ଓଡ଼ିଶାର ନିର୍ମାତା ଉତ୍କଳ ଗୌରବ କୁଳବୃଦ୍ଧ ମଧୁସୂଦନ ଦାସଙ୍କ ଜୟନ୍ତୀରେ ମୋର ଭକ୍ତିପୂତ ଶ୍ରଦ୍ଧାଞ୍ଜ...

Three minors drown in pond

ପୋଖରୀରେ ବୁଡ଼ି ୩ ନାବାଳକଙ୍କ ମୃତ୍ୟୁ

 27-04-2025

ଦଶପଲ୍ଲା, ୨୭ ଅପ୍ରେଲ - ପୋଖରୀରେ ବୁଡ଼ି ୩ ଜଣ ନାବାଳକଙ୍କ ମୃତ୍ୟୁ ଘଟିଛି । ଦଶପଲ୍ଲା ଗୋଡ଼ିବିଡ଼ା ଗ୍ରାମରେ ଏହି ଅଘଟଣ ଘଟିଛି । ଆଜି ପୂର୍ବାହ୍ନରେ ପୋଖରୀରେ ଗାଧୋଇବା ବେଳେ ଗଭୀର ପାଣି ମଧ୍ୟକୁ ଗୋଡ ଖସିଯିବାରୁ ପାଣିରେ ବୁଡି ଏମାନଙ୍କର ମୃତ୍ୟୁ ଘଟିଛି । ତନ୍ମଧ୍ୟରୁ ଦୁଇ ମୃତକଙ୍କର ବୟସ ୧୧ ବର୍ଷ ହୋଇଥିବା ବେଳେ ଅନ୍ୟ ଜଣକର ବୟସ ୯ ବର୍ଷ ହୋଇଥିବା ସୂଚନା ମିଳିଛି...

​'Chief Minister's Grievance Cell' will come to Berhampur, I will come to Berhampur to hear your demands and problems - Chief Minister

ଆପଣ ମାନଙ୍କ ଦାବୀ ଓ ସମସ୍ୟା ଶୁଣିବା ପାଇଁ ବ୍ରହ୍ମପୁରକୁ ଆସିବି - ମୁଖ୍ୟମନ୍ତ୍ରୀ

 27-04-2025

ଭୁବନେଶ୍ୱର୨୭ ଅପ୍ରେଲ ୨୦୨୫ - ୨୦୩୬ରେ ଓଡିଶା ତାର ଶହେ ବର୍ଷ ପୂରଣ କରୁଛି। ୨୦୩୬ ସୁଦ୍ଧା ସମୃଦ୍ଧ ଓଡିଶା ଗଠନ ପାଇଁ ଆମର ଲକ୍ଷ୍ୟ ରହିଛି । ସମୃଦ୍ଧ ଓଡିଶା ଗଠନ ଦିଗରେ ଶିକ୍ଷାର ମହତ୍ବପୂର୍ଣ୍ଣ ଭୂମିକା ରହିବ । ତେଣୁ ଉଭୟ ପ୍ରାଥମିକ ଓ ଉଚ୍ଚଶିକ୍ଷାକୁ ସୁଦୃଢ କରିବା ପାଇଁ ଆମ ସରକାର ବଦ୍ଧପରିକର ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଗଞ୍ଜାମ ଜିଲ୍ଲା ଭ...

Our government is committed to strengthening both primary and higher education in the state - Chief Minister

ରାଜ୍ୟରେ ଉଭୟ ପ୍ରାଥମିକ ଓ ଉଚ୍ଚଶିକ୍ଷାକୁ ସୁଦୃଢ କରିବା ପାଇଁ ଆମ ସରକାର ବଦ୍ଧପରିକର - ମୁଖ୍ୟମନ୍ତ୍ରୀ

 27-04-2025

ଐତିହ୍ୟ ବିଦ୍ୟାଳୟରେ ସାମିଲ ହେବ ଭୀମପୁର ଉଚ୍ଚ ବିଦ୍ୟାଳୟ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ବ୍ରହ୍ମପୁରକୁ ଆସିବ, ଆପଣ ମାନଙ୍କ ଦାବୀ ଓ ସମସ୍ୟା ଶୁଣିବା ପାଇଁ ବ୍ରହ୍ମପୁରକୁ ଆସିବି - ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର, 27 ଏପ୍ରିଲ୍ - ୨୦୩୬ରେ ଓଡିଶା ତାର ଶହେ ବର୍ଷ ପୂରଣ କରୁଛି। ୨୦୩୬ ସୁଦ୍ଧା ସମୃଦ୍ଧ ଓଡିଶା ଗଠନ ପାଇଁ ଆମର ଲକ୍ଷ୍ୟ ରହିଛି ।...