- ଆଜି ସନ୍ଧ୍ୟାରେ ବସିବ ବିଜେଡିର ପିଏସି ବୈଠକ
- ଦୁର୍ନୀତିରେ ପୂର୍ବ ସରକାରକୁ ବର୍ତ୍ତମାନ ସରକାର ଟପିଗଲେଣି- ଅଶୋକ ଦାସ
- ଜାତୀୟ ସବ୍ ଜୁନିୟର ଭଲିବଲ୍ ଚାମ୍ପିୟନସିପ୍ରେ ଟିଏସ୍ଏଫ୍ର ୬ ଖେଳାଳି ସାମିଲ
- ସମାଜସେବୀ କିମ୍ବା ଦଳର ଜଣେ ବରିଷ୍ଠ ନେତା କଂଗ୍ରେସର ରାଜ୍ୟସଭା ପ୍ରାର୍ଥି ହୋଇପାରନ୍ତି- ରାମଚନ୍ଦ୍ର କାଡ଼ାମ
- ବଦଳିବ ଜିଡିପି ମାପର ତରିକା, ଫେବୃୟାରୀ 27ରେ ଆସିବ ତୃତୀୟ ତ୍ରୈମାସିକ ସଂଖ୍ୟା
ଆଗାମୀ ୨୪ ଘଂଟା ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
20-04-2025
ଭୁବନେଶ୍ୱର, ୨୦ ଅପ୍ରେଲ - କାଳବୈଶାଖୀ ପ୍ରଭାବରେ ଆଗାମୀ ୩ ଦିନ ରାଜ୍ୟର କେତେକ ସ୍ଥାନରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ଆଗାମୀ ୨୪ ଘଂଟା ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼...
ଦୁଇ ଦିନିଆ ମୟୁରଭଞ୍ଜ ଗସ୍ତରେ ପିସିସି ସଭାପତି ଭକ୍ତ ଦାସ
19-04-2025
ଦାଣ୍ଡବୋଷ ଏୟାରଷ୍ଟ୍ରିପ ବିସ୍ଥାପିତଙ୍କୁ ଭେଟିଲେ ଭକ୍ତ ରାୟରଙ୍ଗପୁର କଚେରୀ ପଡ଼ିଆ ଠାରେ ଅନୁଷ୍ଠିତ ବିଶାଳ ଜନସଭାରେ ଉଦ୍ବୋଧନ ଦେଲେ ଭକ୍ତ ଦାସ ଭୁବନେଶ୍ଵର ତା. ୧୯.୪(FMNews):--- ପିସିସି ସଭାପତି ଭକ୍ତ ଚରଣ ଦାସ ଦୁଇଦିନିଆ ମୟୁରଭଞ୍ଜ ଜିଲ୍ଲା ଗସ୍ତରେ ଅଛନ୍ତି । ପ୍ରଥମ ଦିନରେ ଶ୍ରୀଯୁକ୍ତ ଦାସ ମୟୁରଭଞ୍ଜ (ପଶ୍ଚିମ) ସାଂଗଠନିକ ଜିଲ୍ଲା କଂଗ...
ମହିଳା ଓ ଶିଶୁ ପ୍ରତିଷ୍ଠାନରେ ନୂତନ ପ୍ରଶିକ୍ଷାର୍ଥୀ ନିବାସ, ତାଲିମ ଗୃହ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ
19-04-2025
ଭୁବନେଶ୍ୱର, 19 ଏପ୍ରିଲ୍ - ରାଜ୍ୟ ସ୍ତରୀୟ ପୋଷଣ ପକ୍ଷ ୨୦୨୫ ପାଳନ ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଏହି ଅବସରରେମୁଖ୍ୟମନ୍ତ୍ରୀ ଭୁବନେଶ୍ୱର ସ୍ଥିତ ରାଜ୍ୟ ମହିଳା ଓ ଶିଶୁ ପ୍ରତିଷ୍ଠାନରେ ନୂତନ ପ୍ରଶିକ୍ଷାର୍ଥୀ ନିବାସ, ତାଲିମ ଗୃହ ଏବଂ ପାଠାଗାରର ଶୁଭ ଉଦ୍ଘାଟନ କରିଛନ୍ତି । ଏହାସହ ମୁଖ୍ୟମନ୍ତ୍ରୀ ୮୪ ଶଯ୍ୟା ବିଶିଷ୍ଟ ହ...
କେନ୍ଦ୍ରୀୟ ବିଦ୍ୟାଳୟ ଟିଟିଲାଗଡ଼ ଓ ପାଟଣାଗଡ଼ର ଅସ୍ଥାୟୀ କ୍ୟାମ୍ପସର ଉଦଘାଟନ ଏବଂ ସ୍ଥାୟୀ କ୍ୟାମ୍ପସ ପାଇଁ ଭୂମିପୂଜନ
19-04-2025
ଟିଟିଲାଗଡ଼/ପାଟଣାଗଡ଼/ଭୁବନେଶ୍ୱର, 19 ଏପ୍ରିଲ୍ - ବଲାଙ୍ଗିର ଜିଲ୍ଲାରେ ଶିକ୍ଷାର ବିକାଶ ପାଇଁ ପାଖାପାଖି ୧୨୦ କୋଟିରୁ ଅଧିକ ଟଙ୍କାର ଦାୟିତ୍ୱ ଡବଲ ଇଞ୍ଜିନ ସରକାର ନେଇଛନ୍ତି ବୋଲି ଶନିବାର କେନ୍ଦ୍ରୀୟ ବିଦ୍ୟାଳୟ, ଟିଟିଲାଗଡ଼ ଏବଂ ପାଟଣାଗଡ଼ର ଅସ୍ଥାୟୀ କ୍ୟାମ୍ପସର ଉଦଘାଟନ ଏବଂ ସ୍ଥାୟୀ କ୍ୟାମ୍ପସ ପାଇଁ ଭୂମିପୂଜନ କାର୍ଯ୍ୟକ୍ରମରେ ଯୋଗଦେଇ କହିଛନ୍ତି କେନ୍ଦ୍ର ଶିକ୍ଷ...