- ଆଜି ସନ୍ଧ୍ୟାରେ ବସିବ ବିଜେଡିର ପିଏସି ବୈଠକ
- ଦୁର୍ନୀତିରେ ପୂର୍ବ ସରକାରକୁ ବର୍ତ୍ତମାନ ସରକାର ଟପିଗଲେଣି- ଅଶୋକ ଦାସ
- ଜାତୀୟ ସବ୍ ଜୁନିୟର ଭଲିବଲ୍ ଚାମ୍ପିୟନସିପ୍ରେ ଟିଏସ୍ଏଫ୍ର ୬ ଖେଳାଳି ସାମିଲ
- ସମାଜସେବୀ କିମ୍ବା ଦଳର ଜଣେ ବରିଷ୍ଠ ନେତା କଂଗ୍ରେସର ରାଜ୍ୟସଭା ପ୍ରାର୍ଥି ହୋଇପାରନ୍ତି- ରାମଚନ୍ଦ୍ର କାଡ଼ାମ
- ବଦଳିବ ଜିଡିପି ମାପର ତରିକା, ଫେବୃୟାରୀ 27ରେ ଆସିବ ତୃତୀୟ ତ୍ରୈମାସିକ ସଂଖ୍ୟା
ଏମଭି ୮୦ ଗ୍ରାମରେ ମନରେଗା ରାସ୍ତା କାମ ଦୁଇ ଦିନରେ ସାରିଦେଲା ମେସିନ, ଶ୍ରମିକ ଆକାଉଣ୍ଟକୁ ଟଙ୍କା ଗଲା କିପରି : ଭିଜିଲାନ୍ସ ତଦନ୍ତ ଦାବୀ
14-04-2025
ମାଲକାନଗିରି, ୧୪ ଅପ୍ରେଲ - ମାଲକାନଗିରି ଜିଲ୍ଲାରେ ମନରେଗା ଯୋଜନାରେ ଶ୍ରମିକ ବଦଳରେ ମେସିନ ଦ୍ଵାରା କାର୍ଯ୍ୟ କରାଇବା ଏକ ପ୍ରକାର ପ୍ରଥା ସ୍ୱରୂପ ହୋଇଯାଇଥିବା ବେଳେ ଏନେଇ ପୂର୍ବରୁ ବିଭିନ୍ନ ଗଣ ମାଧ୍ୟମରେ ବାରମ୍ବାର ଖବର ପ୍ରକାଶ ପାଇଛି । ଏହା ସତ୍ବେ ମଧ୍ୟ ବିଭାଗୀୟ ଅଧିକାରୀଙ୍କ ଅବହେଳା ଯୋଗୁଁ ବର୍ତ୍ତମାନ ମନରେଗା କାର୍ଯ୍ୟରେ ମେସିନ ଲାଗିବା ବନ୍ଦ ହେବା ବଦଳ...
ସାତ ଦିନ ଭିତରେ ନବୀନ ପଟ୍ଟନାୟକ କଂଗ୍ରେସକୁ କ୍ଷମା ମାଗନ୍ତୁ : ଭକ୍ତ ଦାସ
14-04-2025
ଭୁବନେଶ୍ୱର, 14 ଏପ୍ରିଲ୍ - ପାଣ୍ଡିଆନଙ୍କୁ ନେହେରୁଙ୍କ ସହିତ ତୁଳନା କରିବା ପ୍ରସଙ୍ଗରେ ବିଜେଡି ଉପରେ ବର୍ଷିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ । ସେ କହିଛନ୍ତି ସାତ ଦିନ ଭିତରେ ବିଜେଡି ସଭାପତି ନବୀନ ପଟ୍ଟନାୟକ କଂଗ୍ରେସକୁ କ୍ଷମା ମାଗନ୍ତୁ । ନେହରୁଙ୍କୁ ପଣ୍ଡିଆନଙ୍କ ସହ ତୁଳନା କଲେ । ଏହାକୁ କଂଗ୍ରେସ ଗ୍ରହଣ କରିପାରିବନି । ପାଣ୍ଡିଆନଙ୍କ ଗୁଲାମ ନ...
କଂଗ୍ରେସ ଭବନରେ ମିଶ୍ରଣ ପର୍ବ
14-04-2025
ଭୁବନେଶ୍ୱର ତା. ୧୪.୪- ଆଜି ମହାବିଷୁବ ସଂକ୍ରାନ୍ତି ତଥା ଓଡ଼ିଆ ନବବର୍ଷର ଅବସରରେ ପ୍ରଦେଶ କଂଗ୍ରେସ କାର୍ଯ୍ୟାଳୟରେ ଏକ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି । ପିସିସି ସଭାପତି ଶ୍ରୀ ଭକ୍ତ ଚରଣ ଦାସଙ୍କ ଉପସ୍ଥିତିରେ ଗୁଡାରୀ ବ୍ଲକ ଚେୟାରମ୍ୟାନ ଶ୍ରୀମତୀ ଲକ୍ଷ୍ମୀ ଶବର ଏବଂ ତିନିଶହରୁ ଉର୍ଦ୍ଧ୍ୱ ବିଜେଡ଼ି କର୍ମୀ ଆନୁଷ୍ଠାନିକ ଭାବେ କଂଗ୍ରେସ ଦଳରେ ଯୋଗଦେଇଛନ୍ତ...
ପିସିସି କାର୍ଯ୍ୟାଳୟରେ ଆମ୍ବେଦକର ଜୟନ୍ତୀ ପାଳିତ
14-04-2025
ଭୁବନେଶ୍ୱର ତା. ୧୪.୪- ଭାରତର ସମ୍ବିଧାନ ପ୍ରଣେତା ଭାରତ ରତ୍ନ ଡ. ବି.ଆର ଆମ୍ବେଦକରଙ୍କ ଜୟନ୍ତୀ ଉତ୍ସବ ଆଜି ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ କଂଗ୍ରେସ ଭବନ ଭୁବନେଶ୍ୱର ଠାରେ ମହା ସମାରୋହରେ ପାଳିତ ହୋଇଯାଇଛି । ସକାଳେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ଶ୍ରୀ ଭକ୍ତ ଚରଣ ଦାସଙ୍କ ନେତୃତ୍ୱରେ କଂଗ୍ରେସ ନେତାଗଣ ଭୁବନେଶ୍ୱର ଏଜି ଛକ ସ୍ଥିତ ଆମ୍ବେଦକରଙ...