Chief Minister announces 2 percent increase in dearness allowance of state government employees

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା, ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ୨ ପ୍ରତିଶତ ବୃଦ୍ଧି

 11-04-2025

ଭୁବନେଶ୍ୱର, 11 ଏପ୍ରିଲ୍ - ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ଦୁଇ ପ୍ରତିଶତ ବୃଦ୍ଧି ବିଷୟ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି। ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫୩ ପ୍ରତିଶତରୁ ୫୫ ପ୍ରତିଶତକୁ ବୃଦ୍ଧି ପାଇଲା। ଏହା ଜାନୁଆରୀ ପହିଲା ୨୦୨୫ରୁ ପିଚ୍ଛିଲା ଭାବରେ ଲାଗୁ ହେବ। ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ଚଳିତ ଏପ...

Chief Minister appeals to join 'Let's Buy a Book' campaign

'ଆସ ବହିଟିଏ କିଣିବା' ଅଭିଯାନରେ ସାମିଲ ହେବାକୁ ଅପିଲ କଲେ ମୁଖ୍ୟମନ୍ତ୍ରୀ

 09-04-2025

ଭୁବନେଶ୍ୱର, 9 ଏପ୍ରିଲ୍ ଓଡ଼ିଆ ପକ୍ଷ - ୨୦୨୫ ପାଳନ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆସ ବହିଟିଏ କିଣିବା ଅଭିଯାନରେ ସାମିଲ ହେବାକୁ ଅପିଲ କରିଛନ୍ତି । ସେ ସୋସିଆଲ ମିଡିଆରେ ଲେଖିଛନ୍ତି, ଓଡ଼ିଆ ପକ୍ଷ - ୨୦୨୫ ପାଳନ ଅବସରରେ ସାରା ରାଜ୍ୟରେ ଆସ ବହିଟିଏ କିଣିବା ଅଭିଯାନ ଆୟୋଜିତ ହେଉଛି। ଆ...

Revenue Minister holds review meeting in Bhadrak, Bhadrak district to become hub for entrepreneurs

ଭଦ୍ରକରେ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ, ଭଦ୍ରକ ଜିଲା ଇଂଟରପ୍ରିନିୟରଙ୍କ ପାଇଁ ହବ୍ ହେବ

 09-04-2025

ଭଦ୍ରକ, ୮ ଅପ୍ରେଲ:- ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ଭଦ୍ରକ ଜିଲାପାଳଙ୍କ କାର୍ଯ୍ୟାଳୟରେ ଅନୁଷ୍ଠିତ ସମୀକ୍ଷା ବୈଠକରେ ଯୋଗଦେଇ ଏହି ଜିଲା ଇଂଟରପ୍ରିନୟରଙ୍କ ପାଇଁ ଏକ ହବ୍ ହେବାକୁ ଯାଉଛି ବୋଲି ସୂଚନା ଦେଇଛନ୍ତି। ଏହି ବୈଠକରେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ, ଭଦ୍ରକ ବିଧାୟକ ସୀତାଂଶୁ ଶେଖର ମହାପାତ୍ର, ଜିଲାପାଳ ଦିଲ୍ଲୀପ ରାଉତରାୟ, ଅତିରିକ୍ତ ଜିଲାପ...

Congress protests before Chief Minister's visit to Khordha, police pick up workers.

ମୁଖ୍ୟମନ୍ତ୍ରୀଙ୍କ ଖୋର୍ଦ୍ଧା ଗସ୍ତ ପୂର୍ବରୁ କଂଗ୍ରେସର ବିରୋଧ, କର୍ମୀଙ୍କୁ ଉଠାଇନେଲା ପୋଲିସ।

 04-04-2025

ଖୋର୍ଦ୍ଧା : ଖୋର୍ଦ୍ଧା ହଳଦୀପଦା ଓ ମୁଣ୍ଡାମ୍ବ କାଳିବେତୀଠାରେ ବିଭିନ୍ନ ଶିଳ୍ପ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ। ଆଇନଶୃଙ୍ଖଳା ଦୃଷ୍ଟିରୁ କଂଗ୍ରେସ ମୁଖପାତ୍ର ତଥା ଖୋର୍ଦ୍ଧା ବିଧାୟକ ପ୍ରାର୍ଥୀ ସୋନାଲି ସାହୁଙ୍କ ସମେତ ୫ଜଣ ସହଯୋଗୀଙ୍କୁ ଜଟଣୀ ବାଇପାସ ବାସଭବନରୁ ଶିଳ୍ପାଞ୍ଚଳ ପୋଲିସ ଉଠାଇ ନେଇଛି। ସୋନାଲି ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ବି...