- ଆଜି ସନ୍ଧ୍ୟାରେ ବସିବ ବିଜେଡିର ପିଏସି ବୈଠକ
- ଦୁର୍ନୀତିରେ ପୂର୍ବ ସରକାରକୁ ବର୍ତ୍ତମାନ ସରକାର ଟପିଗଲେଣି- ଅଶୋକ ଦାସ
- ଜାତୀୟ ସବ୍ ଜୁନିୟର ଭଲିବଲ୍ ଚାମ୍ପିୟନସିପ୍ରେ ଟିଏସ୍ଏଫ୍ର ୬ ଖେଳାଳି ସାମିଲ
- ସମାଜସେବୀ କିମ୍ବା ଦଳର ଜଣେ ବରିଷ୍ଠ ନେତା କଂଗ୍ରେସର ରାଜ୍ୟସଭା ପ୍ରାର୍ଥି ହୋଇପାରନ୍ତି- ରାମଚନ୍ଦ୍ର କାଡ଼ାମ
- ବଦଳିବ ଜିଡିପି ମାପର ତରିକା, ଫେବୃୟାରୀ 27ରେ ଆସିବ ତୃତୀୟ ତ୍ରୈମାସିକ ସଂଖ୍ୟା
ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନବ ଦାସଙ୍କ ପତ୍ନୀ
19-03-2025
ପ୍ରକୃତ ଦୋଷୀକୁ ଧରାଯାଇ ଆଇନ ଅନୁଯାୟୀ ଦୃଷ୍ଟାନ୍ତମୂଳକ ଦଣ୍ଡବିଧାନ କରାଯିବ- ଭରସା ଦେଲେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର, 19 ମାର୍ଚ୍ଚ - ପୂର୍ବତନ ମନ୍ତ୍ରୀ ସ୍ୱର୍ଗତ ନବ ଦାସଙ୍କ ହତ୍ୟାକାଣ୍ଡ ସମ୍ପର୍କରେ ଉଚିତ୍ ତଦନ୍ତ କରାଯାଇ ପ୍ରକୃତ ଦୋଷୀକୁ ଆଇନ ଅନୁଯାୟୀ ଦୃଷ୍ଟାନ୍ତମୂଳକ ଦଣ୍ଡବିଧାନ କରାଯିବ। ପୂର୍ବତନ ମନ୍ତ୍ରୀ ସ୍ୱର୍ଗତ ଦାସଙ୍କ ପରିବାରଙ୍କୁ ଆଜି ମୁଖ୍ୟମନ...
ଅପ୍ରେଲ ୨ ରେ ପ୍ରଥମ ଶ୍ରେଣୀ ଓ ଶିଶୁ ବାଟିକାରେ ନାମ ଲେଖାଇବେ ଛାତ୍ରଛାତ୍ରୀ
19-03-2025
ଭୁବନେଶ୍ୱର, 19 ମାର୍ଚ୍ଚ - ରାଜ୍ୟ ସରକାର ୨୦୨୫-୨୬ ଶିକ୍ଷାବର୍ଷରୁ ଜାତୀୟ ଶିକ୍ଷା ନୀତି ୨୦୨୦ କୁ ପର୍ଯ୍ୟାୟକ୍ରମେ କାର୍ଯ୍ୟକାରୀ କରିବେ । ପ୍ରାଥମିକ ଶିକ୍ଷା କ୍ଷେତ୍ରରେ ସୁଦୃଢ଼ ଭିତ୍ତିଭୂମି ସୃଷ୍ଟି ଓ ଗୁଣାତ୍ମକ ଶିକ୍ଷା ଉପରେ ଗୁରୁତ୍ୱ ପ୍ରଦାନ ସହ ଓଡ଼ିଶାର ପ୍ରାଥମିକ ଶିକ୍ଷାକୁ ସୁଦୃଢ କରିବା ପାଇଁ ୨୦୨୫-୨୦୨୬ ଶିକ୍ଷାବର୍ଷରୁ ସବୁ ପ୍ରାଥମିକ ବିଦ୍ୟାଳୟରେ ଗୋଟ...
କ୍ଷତିପୁରଣ ଦାବିରେ ଶବ ରଖି ରାସ୍ତା ଅବରୋଧ
17-03-2025
ଜୟପୁର, ୧୭ ମାର୍ଚ୍ଚ-କ୍ଷତିପୁରଣ ଦାବିରେ ଜାତୀୟ ରାଜପଥ ୨୬ର ଖ୍ରୀଷ୍ଟିଆନପେଟା ଛକରେ ଶବ ରଖି ରାସ୍ତା ରୋକ ହୋଇଥିଲା । ଆଜି ଅପରାହ୍ନ ୧ଟା ୩୦ ମିନିଟ କ୍ଷତିଗ୍ରସ୍ତ ପରିବାର ସାହି ବାସିନ୍ଦା ଏକତ୍ରିତ ହୋଇ ରାସ୍ତା ଅବରୋଧ କରିଛନ୍ତି । ଗତକାଲି ହାଟପଦା ଠାରେ ଟ୍ରକ ଧକ୍କାରେ ଜଣେ ୩ ବର୍ଷର ଶିଶୁ କନ୍ୟାର ମୃତ୍ୟୁ ଘଟିଥିବା ବେଳେ ବାପା ଅମ୍ରେସ ଚନ୍ଦ୍ର ବେଣୁ ଗୁରୁତର...
ପ୍ରବଳରୁ ଅତିପ୍ରବଳ ଗ୍ରୀଷ୍ମପ୍ରବାହ ନେଇ ବୌଦ୍ଧ ଓ ଝାରସୁଗୁଡ଼ାକୁ ଅରେଞ୍ଜ ୱାର୍ଣ୍ଣିଂ :୧୮ ଓ ୧୯ ତାରିଖରେ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ନେଇ ଚେତାବନୀ
17-03-2025
ଭୁବନେଶ୍ୱର, ୧୭ ମାର୍ଚ୍ଚ- ଆଜି ପ୍ରବଳରୁ ଅତିପ୍ରବଳ ଗ୍ରୀଷ୍ମପ୍ରବାହ, ଗରମ, ଗୁଳୁଗୁଳି ଏବଂ ଗରମ ରାତି ରାଜ୍ୟର କେତେକ ଜିଲ୍ଲାରେ ଅନୁଭୂତ ହେବା ନେଇ ଚେତାବନୀ କରିଛି ପାଣିପାଗ ବିଭାଗ । ୧୮ ତାରିଖ ଓ ୧୯ ତାରିଖରେ ରାଜ୍ୟର କେତେକ ସ୍ଥାନରେ ଗ୍ରୀଷ୍ମ ପ୍ରବାହ ନେଇ ଚେତାବନୀ ଜାରି ହୋଇଛି । ପ୍ରବଳରୁ ଅତିପ୍ରବଳ ଗ୍ରୀଷ୍ମପ୍ରବାହ ନେଇ ଆଜି ପାଇଁ ୨ ଜିଲ୍ଲା ବୌଦ୍ଧ ଓ...