- ଆଜି ସନ୍ଧ୍ୟାରେ ବସିବ ବିଜେଡିର ପିଏସି ବୈଠକ
- ଦୁର୍ନୀତିରେ ପୂର୍ବ ସରକାରକୁ ବର୍ତ୍ତମାନ ସରକାର ଟପିଗଲେଣି- ଅଶୋକ ଦାସ
- ଜାତୀୟ ସବ୍ ଜୁନିୟର ଭଲିବଲ୍ ଚାମ୍ପିୟନସିପ୍ରେ ଟିଏସ୍ଏଫ୍ର ୬ ଖେଳାଳି ସାମିଲ
- ସମାଜସେବୀ କିମ୍ବା ଦଳର ଜଣେ ବରିଷ୍ଠ ନେତା କଂଗ୍ରେସର ରାଜ୍ୟସଭା ପ୍ରାର୍ଥି ହୋଇପାରନ୍ତି- ରାମଚନ୍ଦ୍ର କାଡ଼ାମ
- ବଦଳିବ ଜିଡିପି ମାପର ତରିକା, ଫେବୃୟାରୀ 27ରେ ଆସିବ ତୃତୀୟ ତ୍ରୈମାସିକ ସଂଖ୍ୟା
ଗେରୁଆ ହେବ ସବୁ ସ୍କୁଲ
05-03-2025
ଭୁବନେଶ୍ୱର, 5 ମାର୍ଚ୍ଚ - ଗେରୁଆ ହେବ ରାଜ୍ୟର ସମସ୍ତ ସରକାରୀ ସ୍କୁଲ। ସମସ୍ତ ସରକାରୀ, ପିଏମ୍ ଶ୍ରୀ ସ୍କୁଲ୍ ରଙ୍ଗ ସମାନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏନେଇ ସମସ୍ତ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଜାରି କରିଛି ଓସେପା। ସ୍କୁଲ୍ ନିର୍ମାଣ, ମରାମତି ବେଳେ ରଙ୍ଗ ସମାନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ସ୍କୁଲ ଗୁଡିକର ରଙ୍ଗ ଅରେଞ୍ଜ ଟ୍ୟାନ-ଏନ୍ (...
ମାଲକାନଗିରି ଜିଲ୍ଲାରେ ମତ୍ସ୍ୟ ଓ ପ୍ରାଣିସମ୍ପଦ ବିକାଶ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ, ଉଚ୍ଚ ଶିକ୍ଷା ସହ ଉଚିତ ଶିକ୍ଷା ନିମନ୍ତେ ଗୁରୁତ୍ବ
02-03-2025
ମାଲକାନଗିରି, ୨ ମାର୍ଚ୍ଚ - ଆଜି ମାଲକାନଗିରି ଜିଲ୍ଲାରେ ବିଭିନ୍ନ ବିଭାଗର ସମୀକ୍ଷା କରିଛନ୍ତି ମତ୍ସ୍ୟ ଓ ପ୍ରାଣିସମ୍ପଦ ବିକାଶ, ସୂକ୍ଷ୍ମ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ବିଭାଗ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ। ସ୍ଥାନୀୟ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଆୟୋଜିତ ସମୀକ୍ଷା ବୈଠକରେ ମନ୍ତ୍ରୀ ଅନୁସୂଚୀତ ଜନଜାତି ଓ ଅନୁସୂଚିତ ଜାତି ବିଭାଗ ଓ ଶିକ୍ଷା ବିଭାଗ ଅଧିନରେ...
କେନ୍ଦୁଝର ଆଞ୍ଚଳିକ କୃଷି ଯନ୍ତ୍ରପାତି ମେଳା -୨୦୨୫କୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
02-03-2025
କେନ୍ଦୁଝର, ୨ ମାର୍ଚ୍ଚ - ଯେକୌଣସି ସମାଜର ସବୁଠାରୁ ମହତ୍ତ୍ଵପୂର୍ଣ୍ଣ ଅଙ୍ଗ ହେଉଛନ୍ତି ଆମର କୃଷକ ସମାଜ । ଯେଉଁମାନେ ଖରା, ବର୍ଷା, ଶୀତକୁ ଭୃକ୍ଷେପ ନ କରି ହାଡଭଙ୍ଗା ପରିଶ୍ରମ ଦ୍ଵାରା ଆମ୍ଭ ସମସ୍ତଙ୍କୁ ଆହାର ଦେଇଥାନ୍ତି। ସେମାନଙ୍କ ବିନା ସମାଜର ପରିକଳ୍ପନା କରିବା ଅସମ୍ଭବ। ଏହି ଅନ୍ନଦାତାଙ୍କୁ ଯେତେ ଧନ୍ୟବାଦ କଲେ ମଧ୍ୟ ତାହା ସବୁବେଳେ କମ ହିଁ ହେବ ବୋଲି ମୁଖ...
ଦନ୍ତା ହାତୀ ଆକ୍ରମଣରେ ବୃଦ୍ଧ ମୃତ
02-03-2025
ଢ଼େଙ୍କାନାଳ, ୨ ମାର୍ଚ୍ଚ- ଦନ୍ତା ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି । ଢ଼େଙ୍କାନାଳ ଜିଲ୍ଲା କାମାକ୍ଷାନଗର ପୂର୍ବାଚଂଳ ରେଞ୍ଜ ଅନ୍ତର୍ଗତ କୋରିଆପାଳରେ ଘଟିଛି ଏଭଳି ଏକ ଅଭାବନୀୟ ଘଟଣା । ମୃତକ ଜଣକ କୋରିଆପାଳ ଗ୍ରାମର ୬୨ ବର୍ଷିୟ ବିଦ୍ୟାଧର ଦେହୁରୀ । ବିଦ୍ୟାଧର ଗ୍ରାମରେ ପୂଜକ ଭାବେ କାର୍ଯ୍ୟ କରୁଥିଲେ । ଆଜି ଭୋର୍ ସମୟରେ ସେ ଗାଧୋଇବା ପାଇଁ ଗାଁ ନିକ...