- ଆଜି ସନ୍ଧ୍ୟାରେ ବସିବ ବିଜେଡିର ପିଏସି ବୈଠକ
- ଦୁର୍ନୀତିରେ ପୂର୍ବ ସରକାରକୁ ବର୍ତ୍ତମାନ ସରକାର ଟପିଗଲେଣି- ଅଶୋକ ଦାସ
- ଜାତୀୟ ସବ୍ ଜୁନିୟର ଭଲିବଲ୍ ଚାମ୍ପିୟନସିପ୍ରେ ଟିଏସ୍ଏଫ୍ର ୬ ଖେଳାଳି ସାମିଲ
- ସମାଜସେବୀ କିମ୍ବା ଦଳର ଜଣେ ବରିଷ୍ଠ ନେତା କଂଗ୍ରେସର ରାଜ୍ୟସଭା ପ୍ରାର୍ଥି ହୋଇପାରନ୍ତି- ରାମଚନ୍ଦ୍ର କାଡ଼ାମ
- ବଦଳିବ ଜିଡିପି ମାପର ତରିକା, ଫେବୃୟାରୀ 27ରେ ଆସିବ ତୃତୀୟ ତ୍ରୈମାସିକ ସଂଖ୍ୟା
ବଜେଟ 2025-26: ସଂକ୍ଷେପରେ
17-02-2025
ଭୁବନେଶ୍ୱର, 17 ଫେବୃୟାରୀ: ରାଜ୍ୟ ବଜେଟ ୨୦୨୫-୨୬ ଆର୍ଥିକ ବର୍ଷ ଲାଗି ସୋମବାର ବିଧାନସଭାରେ ଉପସ୍ଥାପିତ ହୋଇଛି। ଅର୍ଥ ବିଭାଗ ଦାୟିତ୍ଵରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଜେଟ ଉପସ୍ଥାପନ କରିଛନ୍ତି। ଏଥର ବଜେଟର ଆକାର 2.90 ଲକ୍ଷ କୋଟି ରହିଥିବା ବେଳେ ଏହା ରାଜ୍ୟ ସକଳ ଘରୋଇ ଉତ୍ପାଦର 27.3 ପ୍ରତିଶତ ଅଟେ । କାର୍ଯ୍ୟକ୍ରମ ବ୍ୟୟ 1.70 ଲକ୍ଷ କୋଟି ହୋଇ...
ଅର୍ଥନୈତିକ ସର୍ଭେ ରିପୋର୍ଟରେ ରାଜ୍ୟକୁ ଅଭିବୃଦ୍ଧିକୁ ନେଇ ତେଜିଲା ରାଜନୀତି
16-02-2025
ଭୁବନେଶ୍ୱର, 16 ଫେବ୍ରୁଆରି - ଅର୍ଥନୈତିକ ସର୍ଭେ ରିପୋର୍ଟରେ ରାଜ୍ୟ ଅଭିବୃଦ୍ଧି ପଛରେ ଶ୍ରେୟ କାହାର ତାକୁ ନେଇ ତେଜିଛି ରାଜନୀତି । ବିଜେଡି କହିଛି ଶ୍ରେୟ ପୂର୍ବ ସରକାରର । ବିଜେପି କହିଛି ଯାଇନି ସରକାରର ମୋହ । ବରିଷ୍ଠ ବିଜେଡି ବିଧାୟକ ପ୍ରସନ୍ନ ଆଚାର୍ଯ୍ୟ କହିଛନ୍ତି 2019-20 ରୁ 23-24 ଭିତରେ ଓଡିଶା ଅର୍ଥନୀତି ସୁନ୍ଦର ଆଚିଭମେଣ୍ଟ କରିଛି । ସେତେବେଳେ କାହା...
ଆସନ୍ତା ୧୮ ତାରିଖରୁ ପ୍ରଦେଶ କଂଗ୍ରେସର ସଂକଳ୍ପ ପଦଯାତ୍ରା
16-02-2025
ଭୁବନେଶ୍ୱର:-ପ୍ରଦେଶ କଂଗ୍ରେସ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ସଂକଳ୍ପ ପଦଯାତ୍ରା କମିଟିର ଅଧ୍ୟକ୍ଷ ତଥା ପୂର୍ବତନ ବିଧାୟକ ଡ଼ ଦେବାଶିଷ ପଟ୍ଟନାୟକ କହିଥିଲେ ଯେ ନୂତନ ପିସିସି ସଭାପତି ଶ୍ରୀ ଭକ୍ତ ଚରଣ ଦାସ ଦାଇତ୍ୱ ନେବା ପୂର୍ବରୁ ଭୁବନେଶ୍ୱର ରୁ ପୁରୀ ପଦଯାତ୍ରା କରି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କରି ଆଶିର୍ବାଦ ଭିକ...
ଫେବୃଆରୀ ୧୮ରୁ ଯୁକ୍ତ୨ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷା ବାର୍ଷିକ ପରୀକ୍ଷା ଆରମ୍ଭ
15-02-2025
ଜୟପୁର, 15 ଫେବ୍ରୁଆରି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଚଳିତ ବର୍ଷର +୨ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷା ବାର୍ଷିକ ପରୀକ୍ଷା ଆଗାମୀ ଫେବୃଆରୀ ୧୮ ତାରିଖରୁ ଆରମ୍ଭ ହେଉଅଛି । ମାର୍ଚ୍ଚ ୨୭ ତାରିଖ ପର୍ଯ୍ୟନ୍ତ ଏହି ପରୀକ୍ଷା ଚାଲିବ । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ବ୍ରହ୍ମପୁର ସ୍ଥିତ ଦକ୍ଷିଣାଞ୍ଚଳ କାର୍ଯ୍ୟାଳୟ ଅଧୀନସ୍ଥ ଆଠଟି...